Latest Odisha News

BREAKING NEWS

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ବାଜି ମାରିଲେ ଝିଅ, ପାସହାର ୭୮.୭୬ %

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। ଚଳିତ ବର୍ଷର ପାସହାର ୭୮.୭୬ ପ୍ରତିଶତ ରହିଛି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ରକାଶ ପାଇଛି ପରୀକ୍ଷା ଫଳ । ଦିନ ସାଢେ ୧୧ଟାରୁ ୱେବସାଇଟରେ ରେଜଲ୍ଟ ଦେଖିପାରିବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ମଧ୍ୟ ପୁଅଙ୍କ ତୁଳନାରେ ଝିଅ ମାନେ…

ବ୍ରହ୍ମଚାରୀ ପକ୍ଷୀର ଆଖ୍ୟା ପାଇଥିବା ମୟୁର ସମ୍ପର୍କରେ ଜାଣନ୍ତୁ କିଛି ଅଜଣା କଥା

ଭୁବନେଶ୍ୱର: ଭାରତର ଜାତୀୟ ପକ୍ଷୀ ମୟୁର ଦେଖିବାକୁ ବି ଖୁବ୍ ସୁନ୍ଦର। ମୟୁର ସମ୍ପର୍କରେ ପ୍ରାୟ ସମସ୍ତଙ୍କୁ ଉଣା ଅଧିକେ ଜଣାଥିବ । ତେବେ ଆଜି ଆମେ ଆପଣଙ୍କୁ ଜଣାଇବୁ ମୟୁର ସମ୍ପର୍କରେ କିଛି ଅଜଣା କଥା... ହିନ୍ଦୁ ଶାସ୍ତ୍ରରେ ମୟୁରକୁ ଏକ ବ୍ରହ୍ମଚାରୀ ପକ୍ଷୀ ବୋଲି କୁହାଯାଇଛି । ଏହାର…

କେମିତି କଟିବ ଆଜିର ଦିନ…

ରାଶି ଫଳ ତା ୨୯-୦୭-୨୦୨୦ ବୁଧବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୨୯ ରିଖ ବୁଧବାର କର୍କଟ ୧୪ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଦଶମୀ ତିଥି ଅନୁରାଧା ନକ୍ଷତ୍ର ବିଛା ଚନ୍ଦ୍ର  ଘାତ ବାର- କର୍କଟ…

ବଢୁଛି ସଂକ୍ରମଣ: ଦେଶରେ ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୪୭,୭୦୪ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ…

ଦେଶରେ ସ୍ଥିତି ଅସମ୍ଭାଳ: ୨୪ ଘଣ୍ଟାରେ ୪୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ !

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୪୮,୨୦୦ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪…

ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୨୦୦ ପାର୍

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ଭାଙ୍ଗିଲା କରୋନା । ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୧୨୬୪ ଜଣ ସଂକ୍ରମିତ। ଦିନକୁ ଦିନ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୯୯ ରେ ପହଞ୍ଚିଛି। ସଦ୍ୟତମ ସୂଚନା ଅନୁଯାୟୀ, ଆଜି ଚିହ୍ନଟ ପଜିଟିଭଙ୍କ…

କେନ୍ଦ୍ରାପଡାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୯ ପରିବାରର ୨୭ ବଖରା ଘର

ମହାକାଳପଡ଼ା : କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିଆମତପୁର ଗ୍ରାମରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ଏଥିରେ ୧୯ଟି ପରିବାରର ୨୭ ବଖରା ଜଳି ପାଉଁଶ ହୋଇଯାଇଛି। ଏହାସହ ସୁନାଗହଣା, ନଗଦ ଟଙ୍କା ସହ ସବୁ କିଛି ପୋଡି ଧ୍ୱଂସ ହୋଇଯାଇଛି । ଫଳରେ ୧୯ଟି ପରିବାର ଏବେ ବାସହରା ହୋଇ…

ବାଲେଶ୍ଵରରୁ ଉଦ୍ଧାର ହେଲା ଏକ ବିରଳ ପ୍ରଜାତିର କଇଁଛ

ବାଲେଶ୍ୱର: ବାଲେଶ୍ଵର ଜିଲ୍ଲା ସୋରୋ ବ୍ଲକର ସୁଜନପୁର ଗ୍ରାମ ନିକଟରୁ ରବିବାର ଦିନ ଉଦ୍ଧାର ହୋଇଛି ଏକ ଏକ ବିରଳ ପ୍ରଜାତିର ହଳଦିଆ କଇଁଛ। ଉକ୍ତ ଅଞ୍ଚଳର ଜଣେ ଚାଷୀ ବାସୁଦେବ ମହାପାତ୍ର ନିଜ ଚାଷ ଜମିରେ ଚାଷ କରୁଥିବା ବେଳେ ଏହି ବିରଳ ପ୍ରଜାତିର କଇଁଛ ଟିକୁ ଦେଖିବାକୁ ପାଇଥିଲେ। ଏହାକୁ…

ଆଧୁନିକତା ମଧ୍ୟରେ ହଜିଯାଉଛି ପାରମ୍ପରିକ ବାଦ୍ୟର ଚାହିଦା !

ଭୁବନେଶ୍ୱର: ପୂଜା, ବାହାଘର, ବ୍ରତ ସହ ଅନ୍ୟାନ୍ୟ ମାଙ୍ଗଳିକ କାର୍ଯ୍ୟକ୍ରମ ମାନଙ୍କରେ ବାଜା, ତୁରୀ, ମହୁରୀ, ତାସା ଓ ନିଶାନ ବାଜୁନଥିଲେ ଶୁଭ କାର୍ଯ୍ୟ ଆଗେଇ ପାରୁନଥିଲା । ଏସବୁ ବଜାଇବା ପାଇଁ କାହାର ଅନୁମତୀ ନେବାକୁ ପଡ଼ୁନଥିଲା । ଯେତେବେଳେ ଯିଏ ଇଚ୍ଛା କଲା ଏହି ପାରମ୍ପରିକ ବାଦ୍ୟତାଳରେ…

କର୍ମଚାରୀ ପଜିଟିଭ ଚିହ୍ନଟ ହେବା ପରେ ବନ୍ଦ ହେଲା ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ 

ବ୍ରହ୍ମପୁର: କିଛି କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବ୍ରହ୍ମପୁର ମହାନଗର ନିଗମ କାର୍ଯ୍ୟାଳୟ (ବିଏମସି) କୁ ୧୪ ଦିନ ପାଇଁ ବନ୍ଦ ରଖାଯାଇଛି । ବିଏମସି କମିଶନର ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ସୂଚନା ଅନୁଯାୟୀ, କିଛି କର୍ମଚାରୀଙ୍କ କରୋନା ପଜିଟିଭ ଚିହ୍ନଟ ହେବା ପରେ କୋଭିଡ…