Latest Odisha News

BREAKING NEWS

ଆଜି ରାଜ୍ୟରେ ଚିହ୍ନଟ ୪୮ ଆକ୍ରାନ୍ତଙ୍କ ସମ୍ପୂର୍ଣ୍ଣ ବିବରଣୀ, ଜାଣନ୍ତୁ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୮ ପଜିଟିଭ ଆକ୍ରାନ୍ତ । ଚାହୁଁ ଚାହୁଁ ଏହି ଭୂତାଣୁ ରାଜ୍ୟର ୨୩ ଟି ଜିଲ୍ଲାରେ ନିଜ କାୟା ବିସ୍ତାର କରି ସାରିଲାଣି । ଆଜି ଏକ ନୂଆ ଜିଲ୍ଲା କନ୍ଧମାଳରେ ୨ ଜଣ କରୋନା ପଜିଟିଭ…

କରୋନା ମ୍ୟାପରେ ଯୋଡି ହେଲା ଆଉ ଏକ ଜିଲ୍ଲା; ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସୋମବାର ଦିନ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୪୮ ପଜିଟିଭ । କରୋନା ମ୍ୟାପରେ ପ୍ରଥମ ଥର ପାଇଁ ଯୋଡି ହୋଇଛି ଆଉ ଏକ ଜିଲ୍ଲା । ଆଜି ପର୍ଯ୍ୟନ୍ତ ଗ୍ରୀନ ଜୋନରେ ଥିବା କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨ ଜଣ କରୋନା…

ଉଦବେଗ ହେଉଛି ସ୍ଥିତି; ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୫୨୪୨ ଆକ୍ରାନ୍ତ, ୧୫୭ ମୃତ

ନୂଆଦିଲ୍ଲୀ: ଭାରତରେ କାୟା ବିସ୍ତାର କରିଚାଲିଛି କରୋନା ମହାମାରୀ । ରାଜ୍ୟ ପରେ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ…

ମା ସମଲେଶ୍ବରୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ; ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ସମ୍ବଲପୁର: ଓଡିଶାର ସମ୍ବଲପୁର ଜିଲ୍ଲାର ପ୍ରସିଦ୍ଧ ସମଲେଶ୍ୱରୀ ମନ୍ଦିର ପରିସରରେ ଅଗ୍ନିକାଣ୍ଡ ସୂଚନା। ସୂଚନାନୁସାରେ, ଲକ୍ଷ ଲକ୍ଷ ମୂଲ୍ୟର ସମ୍ପତ୍ତି ଜାଳି ନଷ୍ଟ ହୋଇଯାଇଛି। ସକାଳ ପ୍ରାୟ ୮ ଟା ୪୦ ମିନିଟ୍ରେ ରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ମନ୍ଦିର ପରିସରରେ ଥିବା ଏକ…

ସମ୍ବଲପୁରକୁ ଡେଇଁଲା କରୋନା: ରାଜ୍ୟରେ ୯୧ ନୂଆ ଆକ୍ରାନ୍ତଙ୍କ ସହ ୮୦୦ ଟପିଲା ମୋଟ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ବିଜୁଳି ଗତିରେ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରବିବାର ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୯୧ ପଜିଟିଭ । ଏହାସହ କରୋନା ମ୍ୟାପରେ ଯୋଡି ହୋଇଛି ରାଜ୍ୟର ଆଉ ଏକ ଜିଲ୍ଲା। ଏପର୍ଯ୍ୟନ୍ତ ଗ୍ରୀନ ଜୋନରେ ଥିବା ସମ୍ବଲପୁର ଜିଲ୍ଲାରେ ଜଣେ କରୋନା ଆକ୍ରାନ୍ତ…

ପୂର୍ବ ଶତୃତାକୁ କେନ୍ଦ୍ରକରି ସରପଞ୍ଚଙ୍କୁ ହତ୍ୟା ଅଭିଯୋଗ

ନୟାଗଡ଼: ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଧୋଲମାରା ପଞ୍ଚାୟତର ସରପଞ୍ଚଙ୍କୁ ଶନିବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ନାମ ସୁଶାନ୍ତ ବେହେରା ବୋଲି ଜଣାପଡିଛି। ସୂଚନାନୁସାରେ, ପଞ୍ଚାୟତ କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ସମୟରେ ତାଙ୍କୁ ଏକ…

ଆନ୍ଧ୍ରରୁ ବାହାରି ଓଡିଶା ପହଞ୍ଚିଲା ସ୍ୱତନ୍ତ୍ର ଶ୍ରମିକ ଟ୍ରେନ

ରାୟଗଡା: ପାଖାପାଖି ୨୦୨ ଜଣ ପ୍ରବାସୀ ଓଡିଆ ଶ୍ରମିକଙ୍କୁ ନେଇ ଏକ ଶ୍ରମିକ ସ୍ୱତନ୍ତ୍ର ଟ୍ରେନ୍ ଶନିବାର ବିଳମ୍ବିତ ରାତିରେ ରାୟଗଡା ରେଳ ଷ୍ଟେସନରେ ପହଞ୍ଚିଛି। ଏହି ଟ୍ରେନଟି ପ୍ରବସୀଙ୍କୁ ନେଇ ଆନ୍ଧ୍ରପ୍ରଦେଶର ଗୁଣ୍ଟୁରରୁ ଆସିଛି। ଏଥିରେ ମୁଖ୍ୟତ ଗଜପତି, ଗଞ୍ଜାମ, କନ୍ଧମାଳ, କୋରାପୁଟ…

ଅମ୍ଫାନ ମୁକାବିଲା: ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କଲା ଯାଜପୁର ଜିଲ୍ଲା ପ୍ରଶାସନ

ଯାଜପୁର: ବଙ୍ଗୋପସାଗରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇଛି । ଯାହା ଆଜି ସଂଧ୍ୟା ସୁଦ୍ଧା ସାମୁଦ୍ରିକ ଝଡର ରୂପ ନେବ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଆସନ୍ତା ୧୮ ତାରିଖ ରାତିରୁ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ୨୦ ତାରିଖରେ ସ୍ଥଳଭାଗ ଛୁଇଁବ ବୋଲି ଅନୁମାନ…

ଆଜି ଯାଜପୁରରୁ ଚିହ୍ନଟ ୩୧ ଆକ୍ରାନ୍ତଙ୍କ ସବିଶେଷ ତଥ୍ୟ, ଜାଣନ୍ତୁ

ଯାଜପୁର: ଆଜି ଯାଜପୁର ଜିଲ୍ଲାରେ ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛିନ୍ତି । ଏହି ୩୧ ଜଣଙ୍କ ମଧ୍ୟରେ ରହିଛନ୍ତି ବିଞ୍ଝାରପୁର ବ୍ଲକ ଅଂଚଳର ୨୦, ବରୀ ବ୍ଲକ ଅଂଚଳର ୬ ଏବଂ ରସୁଲପୁର ବ୍ଳକ ଅଂଚଳର ୫ । ୩୧ ଜଣ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ମହିଳା ହୋଇଥିବା ବେଳେ ଆଉ ୨୯ ଜଣ ପୁରୁଷ ।…

ଅଣାୟତ୍ତ କରୋନା: ସଂକ୍ରମଣରେ ଚୀନକୁ ଟପିଲା ଭାରତ

ନୂଆଦିଲ୍ଲୀ: ଚାହୁଚାହୁଁ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫ ହଜାର ଟପିଲାଣି । ମୃତ୍ୟୁ ସଂଖ୍ୟା ମଧ୍ୟ ଲାଗତାର ବଢ଼ିବାରେ ଲାଗିଛି । ଭାରତରେ ଲଗାତାର ବଢୁଥିବା ଏହି ସଂଖ୍ୟା ପାଲଟିଛି ଚିନ୍ତାର କାରଣ । କରୋନାର ଉତ୍ପତ୍ତି ସ୍ଥଳ କୁହାଯାଉଥିବା ଚୀନକୁ ମଧ୍ୟ ଭାରତ ସଂକ୍ରମଣରେ…