Latest Odisha News

କରୋନା ମୁକ୍ତ ହୋଇ ପରିବାରକୁ ଫେରିଲେ ଜେନେଲିଆ ଦେଶମୁଖ

ମୁମ୍ବାଇ: ଅଭିନେତ୍ରୀ ଜେନେଲିଆ ଦେଶମୁଖ ତିନି ସପ୍ତାହ ତଳେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସେ ଏଥିରୁ ଆରୋଗ୍ୟ ଲାଭ କରିଥିବା ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ଅଭିନେତା ରିତିଶ ଦେଶମୁଖଙ୍କ ପତ୍ନୀ ଜେନେଲିଆ ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ଏହି ଖବର ସେୟାର…

ଦେଖନ୍ତୁ ଭିଡ଼ିଓ; କେନ୍ଦ୍ରପଡ଼ାରୁ ଉଦ୍ଧାର ହେଲା ବିରଳ ଧଳା ସାପ

କେନ୍ଦ୍ରାପଡା: ଜିଲ୍ଲାର ରାଜକନିକା ବ୍ଲକ ଅନ୍ତର୍ଗତ ଗାଙ୍ଗପୁର ଗ୍ରାମରୁ ଉଦ୍ଧାର ହୋଇଛି ଏକ ବିରଳ ଧଳା ରଙ୍ଗର ସାପ । ସମ୍ପୂର୍ଣ୍ଣ ଧଳା ରଙ୍ଗର ଦେହ ଏବଂ କଳା ରଙ୍ଗର ଆଖି ଥିବା ୧ ଫୁଟ ଲମ୍ବର ଏହି ସାପ ଟିକୁ ଗତକାଲି ବାଲିସୁଆଁ ଗାଁ ର ଯୁବକ ତପନ ଜେନା ଦେଖିଥିଲେ । ଏକ ବାଡ଼ି ସାହାଯ୍ୟ ରେ…

ଲଗାଣ ବର୍ଷାରେ ବେହାଲ କଟକ: ରାସ୍ତା ଉପରେ ୪ ଫୁଟର ପାଣି ସୁଅ

କଟକ: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ଲାଗି ରହିଛି ବର୍ଷା । ଲଗାଣ ବର୍ଷାରେ ବେହାଲ ରୌପ୍ୟ ନଗରୀ କଟକ । ପ୍ରବଳ ବର୍ଷା ଯୋଗୁଁ କଟକର ଅନେକ ଅଞ୍ଚଳର ରାସ୍ତା ଉପରେ ଚାଲିଛି ପାଣି ସୁଅ ।ଲଗାଣ ବର୍ଷାରେ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ରାସ୍ତା ଉପରେ ପାଖାପାଖି ୪ ଫୁଟ…

୨୪ ଘଣ୍ଟାରେ ୬୦ ହଜାର ସଂକ୍ରମିତଙ୍କ ସହ ଦେଶରେ ୩୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର…

୮ ଘଣ୍ଟାରେ ୪ ଥର ଥରିଲା ମହାରାଷ୍ଟ୍ରର ପାଲଗଡ଼

ପାଲଗଡ଼: ମହାରାଷ୍ଟ୍ରର ପାଲଗଡ଼ ଜିଲ୍ଲାରେ ରବିବାର ଦିନ ୨ଥର ଭୂମିକମ୍ପ ଅନୁଭୂତ ହୋଇଛି। ପ୍ରଥମେ ସକାଳ ପ୍ରାୟ ୧୧.୩ ମିନିଟ୍‌ରେ ଶବ୍ଦ ହେବା ସହ ଭୂମି ଥରି ଉଠିଥିଲା। ଏହାର ତୀବ୍ରତା ଥିଲା ୨.୮।ଆଉ କିଛି ସମୟ ପରେ ଅପରାହ୍ନ ୫.୨ ସମୟରେ ଆଉ ଏକ ଝଟକା ଲାଗିଥିଲା । ପୁଣିଥରେ ମାଟି ଥରି ଉଠିଥିଲା…

ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲିଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ, ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ପୂର୍ବତନ ଅର୍ଥମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ଅରୁଣ ଜେଟଲିଙ୍କର ଆଜି ହେଉଛି ପ୍ରଥମ ଶ୍ରାଦ୍ଧ ବାର୍ଷିକୀ । ମୋଦି ସରକାରଙ୍କ ପ୍ରଥମ ପାଳିରେ ଅର୍ଥ ଓ ପ୍ରତିରକ୍ଷା ବିଭାଗ ଦାୟିତ୍ୱ ତୁଲାଇଥିବା ସ୍ବର୍ଗତ ଜେଟଲି ୨୦୧୯ ମସିହା ଆଜିର ଦିନରେ ଶେଷ ନିଶ୍ୱାସ ତ୍ୟାଗ…

ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ: ଜାଣନ୍ତୁ କାହିଁକି ହୁଏ ପାଳନ

ଭୁବନେଶ୍ୱର: ଆଜି ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ । ଏହା ନୂଆଁଖାଇ ବା ନବାନ୍ନ ଭାବେ ମଧ୍ୟ ଜଣା । ନୂଆଁଖାଇ ଧାନ ଅମଳର ଖୁସିର ପାଳନ କରିବା ନିମନ୍ତେ କରାଯାଇଥାଏ । ପାଞ୍ଜି ଅନୁସାରେ ଏହା ଭାଦ୍ରବ ମାସର ଶୁକ୍ଳ ପଞ୍ଚମୀ ତିଥିରେ ( ଗଣେଶ ଚତୁର୍ଥୀର ପରଦିନ) ପାଳିତ ହୋଇଥାଏ । ଏହା…

ଆଲୋକିତ ହେଲା ମାଆ ଉଗ୍ରତାରା ପୀଠ

ର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ତଥା ସମଗ୍ର ଓଡିଶା ରାଜ୍ୟର ଅନ୍ୟତମ ଆସ୍ଥାର କେନ୍ଦ୍ର ହେଉଛନ୍ତି ପ୍ରତେକ୍ଷ ଦେବୀ ମା ଉଗ୍ରତାରା । ପର୍ଯ୍ୟଟନ କେନ୍ଦ୍ର ଭାବେ ମଧ୍ୟ ଏହାର ପ୍ରସିଦ୍ଧି ରହିଛି l ଜାତୀୟ ରାଜପଥରୁ ୩ କିମି ଦୂରରେ ରହିଥିବା ମାଙ୍କ ମନ୍ଦିର ପର୍ଯ୍ୟନ୍ତ ଥିବା ରାସ୍ତା ଏବଂ ମନ୍ଦିର…

କରୋନାର ଲମ୍ବା ଲମ୍ଫ: ୨୪ ଘଣ୍ଟାରେ ୨୫୦୦ ପାର୍

ଭୁବନେଶ୍ୱର: ସଙ୍ଗିନ ହେଉଛି କରୋନା ସ୍ଥିତି। ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୫୮୯ ଜଣ ପଜିଟିଭ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୭୧୨୨ ରେ ପହଞ୍ଚିଛି। ଏହାସହ ରାଜ୍ୟରେ କୋଭିଡ୍ ଟେଷ୍ଟିଂ ସଂଖ୍ୟା ମଧ୍ୟ ବଢୁଛି । ଗୋଟିଏ ଦିନରେ ଏହା ୫୦ ହଜାର ପାର…

ଆଜିଠାରୁ ଲଘୁଚାପ ବର୍ଷାରେ ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ପ୍ରଭାବରେ ଆଜିଠାରୁ ଏହାର ପ୍ରଭାବରେ ଅନେକ ସ୍ଥାନରରେ ବର୍ଷା ଆରମ୍ଭ ହୋଇଯାଇଛି । ପାଣିପାଗ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ ଏହାର ପ୍ରଭାବରେ ଆସନ୍ତା ଦୁଇ ଦିନ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବାର…