Latest Odisha News

BREAKING NEWS

ରହସ୍ୟମୟ ଶିବ ମନ୍ଦିର; ଯେଉଁଠି ୧୨ ବର୍ଷକୁ ଥରେ ଶିବଲିଙ୍ଗ ଉପରେ ହୁଏ ବଜ୍ରପାତ!

ଭୁବନେଶ୍ୱର: ଦେବ ଭୂମି ଭାରତ । ଅନେକ ରହସ୍ୟରେ ଭରି ରହିଛି ଏଠାକାର ଦେବୀଦେବତାଙ୍କ ମନ୍ଦିର। ଅନ୍ୟ ସମସ୍ତ ସ୍ଥାନ ମାନଙ୍କ ଭଳି ହିମାଚଳ ପ୍ରଦେଶରେ ରହିଛି ମନ୍ଦିରର ସମାହାର । ଏହାକୁ ଦେବଭୂମି ବୋଲ ମଧ୍ୟ କୁହାଯାଏ।ଏଠାକାର ଅନେକ ମନ୍ଦିର ରହିଛି ଯାହା ନିଜର ବିଶେଷତ୍ୱ ପାଇଁ ବେଶ…

ବଡ଼ଦେଉଳକୁ ସପ୍ତପୁରୀ ତାଡ଼ ବିଜେ

ପୁରୀ: ଭାଦ୍ରବ ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ତିଥି ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରର ସ୍ଵତ୍ତ୍ୱଲିପି ଅନୁଯାୟୀ ଅଠରନଳା ସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ଶ୍ରୀମନ୍ଦିରକୁ ସପ୍ତପୁରୀ ଅମାବାସ୍ୟା ତାଡ଼ ବିଜେ ହୋଇଯାଇଛି । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ମଧ୍ୟାହ୍ନ ଧୂପ ସରିବା ପରେ ଶ୍ରୀମନ୍ଦିରରୁ…

ବଢୁଛି ସଂକ୍ରମଣ: କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ଢେଙ୍କାନାଳର ଏହି ସରକାରୀ କାର୍ଯ୍ୟାଳୟ

ଢେଙ୍କାନାଳ: କରୋନା ପଜିଟିଭ ଚିହ୍ନଟ ପରେ କଣ୍ଟେନମେଣ୍ଟ ଜୋନ ଘୋଷଣା ହେଲା ଢେଙ୍କାନାଳ ହିନ୍ଦୋଲ ଏନଏସି କାର୍ଯ୍ୟାଳୟ । ଏନେଇ ଜିଲ୍ଲାପାଳ ଭୁମେଶ ଚନ୍ଦ୍ର ବେହେରା ସୋମବାର ସୂଚନା ଦେଇଛନ୍ତି । କାର୍ଯ୍ୟାଳୟକୁ ଅଗଷ୍ଟ ୧୭ ତାରିଖ ସକାଳ ୭ ଟାରୁ ଅଗଷ୍ଟ ୨୦ ତାରିଖ ସକାଳ ୬୭ ଟା ଯାଏଁ ସିଲ୍…

ବର୍ଷାଦିନେ କିପରି ନେବେ ଶିଶୁଙ୍କ ଯତ୍ନ ?

ଭୁବନେଶ୍ୱର: ଏହି ଦିନେ ସ୍ଵତନ୍ତ୍ର ଭାବେ ଶିଶୁ ଓ ବୟସ୍କମାନଙ୍କ ଯତ୍ନ ନେବାର ଆବଶ୍ୟକତା ରହିଛି । ଉଭୟଙ୍କର ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍ ଥିବାରୁ ଏହି ସମୟରେ ସେମାନଙ୍କୁ ଅତିଶୀଘ୍ର ରୋଗ ସଂକ୍ରମଣ କରିବାକୁ ଆଶଙ୍କା ଥାଏ । କାଶ, ଥଣ୍ଡା ଓ ଜ୍ଵର ଲାଗି ରୁହେ । ତେଣୁ ଶିଶୁମାନଙ୍କୁ…

ଭାରସାମ୍ୟ ହରାଇ ଗଛରେ ପିଟି ହେଲା ବାଇକ; ଜଣେ ମୃତ, ଜଣେ ଗୁରୁତର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଝୁମ୍ପୁରା ଥାନା ଖୁଣ୍ଟାପଡ଼ା ଗାଁ ଜଙ୍ଗଲରେ ଘଟିଛି ଏକ ଦୁର୍ଘଟଣା। ଏକ ବାଇକ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିବା ସୂଚନା। ଘଟଣାସ୍ଥଳରେ ହିଁ ଜଣଙ୍କର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ…

ଲଗାଣ ବର୍ଷାରେ ବେହାଲ ମାଲକାନଗିରି

ମାଲକାନଗିରି: ସାରାରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା। ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ବିଶେଷ କରି ମାଲକାନଗିରି ଜିଲ୍ଲାରେ ଗତ ପାଞ୍ଚ ଦିନ ଧରି ଜାରି ରହିଛି ବର୍ଷ। ଚାରିଦିଗ ଜଳମୟ । ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି…

ଜାଣନ୍ତୁ, କେମିତି କଟିବ ଆଜିର ଦିନ…

ରାଶିଫଳ ତା ୧୬-୮-୨୦୨୦ ରବିବାର ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୧୬ ରିଖ ରବିବାର ସିଂହ ୧ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ଦ୍ବାଦଶୀ ତିଥି ପୁନର୍ବସୁ ନକ୍ଷତ୍ର ମିଥୁନ ଚନ୍ଦ୍ର ଘାତ ବାର-: ମେଷ ରାଶିର ଘାତ ଚନ୍ଦ୍ର-:…

ସମ୍ବଲପୁରର ଆଉ ୭ ସହରରେ ୧୪୪ ଧାରା ଜାରି

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଆଉ ୭ ଟି ସହରେ ପୁଣି ଲାଗୁ ହୋଇଛି ୧୪୪ ଧାରା । ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆଉ ୭ଟି ସ୍ଥାନରେ ୧୪୪ ଧାରା ଲାଗୁ ହୋଇଛି । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୧୪୪ଧାରା ଜାରି ହୋଇଥିବା ସ୍ଥାନ…

ଶୁଖିଲା ପଡିଛି କେନାଲ; ଚାଷ କରିବାକୁ ହନ୍ତସନ୍ତ ହେଉଛନ୍ତି ଚାଷୀ

ଯାଜପୁର: ଶୁଖିଲା ପଡିଛି କେନାଲ । ମାଟି ଓ ପଙ୍କରେ ପୋତି ହେବାକୁ ବସିଲାଣି । କେନାଲରେ ଏବେ ଅନବନା ଗଛ ଉଠି ଜଙ୍ଗଲର ଭ୍ରମ ସୃଷ୍ଟି କଲାଣି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଜାରକା ଜଳସେଚନ ଡିଭିଜନ୍ ଅଧିନରେ ଥିବା ହାଇଲେଭଲ କେନାଲର । ଏହି କେନାଲଟି କଟକ ଜଗତପୁର ନିକଟ…

କଣ୍ଟନମେଣ୍ଟ ଜୋନ ଘୋଷଣା ହେଲା ଦେବଗଡ଼ ଜିଲ୍ଲାର ଏହି ଅଞ୍ଚଳ

ଦେବଗଡ଼: ସବୁଠି ବଢୁଛି ସଂକ୍ରମଣ। ଦେବଗଡ଼ ଜିଲ୍ଲା ତିଳେଇବଣି ବ୍ଲକ କଲଣ୍ଡା ଗ୍ରାମରୁ ମଙ୍ଗଳବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସଂକ୍ରମଣ ବିସ୍ତାରକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି। ପଜିଟିଭ…