ଭାରତକୁ ଇରାନର ପ୍ରସ୍ତାବ: ତେହେରାନ – ଦିଲ୍ଲୀ ସିଧାସଳଖ ବିମାନ ସେବା
ନୂଆଦିଲ୍ଲୀ: ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା ଉତ୍ତେଜନା ଓ ଯୁଦ୍ଧ ପରିସ୍ଥିତି ମଧ୍ୟରେ ଇରାନ ଭାରତକୁ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପ୍ରସ୍ତାବ ଦେଇଛି। ତେହେରାନରୁ ନୂଆଦିଲ୍ଲୀ ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ ଇରାନ ସରକାର ଭାରତ ଆଗରେ ନୂଆ ଯୋଜନା ରଖିଛନ୍ତି।…