Latest Odisha News

BREAKING NEWS

ଗୁଆହାଟୀ ପିଚ୍‌ ଉପରେ ବର୍ଷିଲେ ଗୌତମ ଗମ୍ଭୀର: “ଏହା କ୍ରିକେଟ ନୁହେଁ, କେବଳ ବ୍ୟାଟିଂ”

ଆସାମ: ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ରନ୍‌ର ବନ୍ୟା ଦେଖିବାକୁ ମିଳିଛି। ଗୁଆହାଟୀର ବାର୍ଷାପାରା ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ମୋଟ ୮୧୧ ରନ୍ ସଂଗ୍ରହ ହୋଇଥିଲା। ଭାରତ ୪୦୬ ରନ୍‌ର ବିଶାଳ ଲକ୍ଷ୍ୟକୁ ମାତ୍ର ୪୩.୩ ଓଭରରେ…

ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ

ଇସ୍ରାଏଲ: ଦୁବାଇରୁ ଇସ୍ରାଏଲ ଅଭିମୁଖେ ଯାଉଥିବା ଫ୍ଲାଏଦୁବାଇ ବିମାନକୁ ଦୁର୍ଘଟଣାଗ୍ରସ୍ତ କରିବା ପାଇଁ ଜଣେ ଓମାନୀ ସହ-ପାଇଲଟ୍ ଉଦ୍ୟମ କରିଥିବା ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ପ୍ରକାଶ କରିଛନ୍ତି। ଆକାଶମାର୍ଗରେ ଓମାନୀ ସହ-ପାଇଲଟ୍ ଜଣକ ମୁଖ୍ୟ ପାଇଲଟଙ୍କୁ ଆକ୍ରମଣ କରି…

ନିର୍ବାଚନରେ ପୁଣି ବ୍ୟାଲଟ୍ ପେପର ଫେରାଇ ଆଣିବାକୁ ଇଣ୍ଡିଆ ମେଣ୍ଟ ବୈଠକରେ ଖର୍ଗେଙ୍କ ଦାବି

ନୂଆଦିଲ୍ଲୀ: ଦେଶର ନିର୍ବାଚନ ପ୍ରକ୍ରିୟା, ଭୋଟର ତାଲିକାର ନିରପେକ୍ଷତା ଏବଂ ନିର୍ବାଚନ ଆୟୋଗଙ୍କ କାର୍ଯ୍ୟଶୈଳୀକୁ ନେଇ ବିରୋଧୀ 'ଇଣ୍ଡିଆ' ମେଣ୍ଟ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚକ୍ର ଓ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର କଠୁଆ ଜିଲ୍ଲାରେ ଏକ ଅତ୍ୟନ୍ତ ଦୁଃଖଦ ଓ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ସେଣ୍ଟ୍ରାଲ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ର ଜଣେ ହେଡ୍ କନଷ୍ଟେବଳ ନିଜ ସର୍ଭିସ୍ ରାଇଫଲ୍‌ରୁ ଅନ୍ଧାଧୁନ୍ ଗୁଳିଚାଳନା କରି ନିଜର ୪ ଜଣ ସହକର୍ମୀଙ୍କ ଜୀବନ ନେଇଛନ୍ତି।…

ସର୍ଭେ ରିପୋର୍ଟ : ୭୦% ରୁ ଅଧିକ ୟୁକ୍ରେନବାସୀ ଦୁର୍ନୀତି ପାଇଁ ଜେଲେନସ୍କିଙ୍କୁ ଦାୟୀ ମନେକରୁଛନ୍ତି

କିଭ୍ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଅତି ନିକଟତର ଏବଂ ସହଯୋଗୀମାନଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ଦୁର୍ନୀତିକୁ ନେଇ ଦେଶବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। କିଭ୍ ଇଣ୍ଟରନ୍ୟାସନାଲ୍ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଓଲୋଜି ଦ୍ୱାରା କରାଯାଇଥିବା ଏକ ଜନମତ ସର୍ଭେ…

ଇରାନ-ଆମେରିକା ସଂଘର୍ଷ: ଭୟ ଆଉ ଚିନ୍ତା ଭିତରେ ଇରାନରେ ଖୋଲିଲା ସ୍କୁଲ୍

ତେହେରାନ: ଆମେରିକା ଓ ଇସ୍ରାଏଲ୍‌ ସହ ଚାଲିଥିବା ଭୟଙ୍କର ଯୁଦ୍ଧ ସ୍ଥିତି ମଧ୍ୟରେ ଇରାନରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଥରେ ପାଠପଢ଼ା ଆରମ୍ଭ ହୋଇଛି। ଦେଶସାରା ବିଦ୍ୟାଳୟଗୁଡ଼ିକର ଖୋଲିଥିଲେ ବି ପିଲାମାନଙ୍କ ମନରୁ ଯୁଦ୍ଧର ଆଶଙ୍କା ଆଦୌ ଦୂର ହୋଇନାହିଁ। ବିମାନ ଆକ୍ରମଣ, ବୋମା ବିସ୍ପୋରଣ…

ତାମିଲନାଡୁରେ ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ଶୁଭାରମ୍ଭ: ନବଜାତ ଶିଶୁଙ୍କୁ ମିଳିବ ୧ ଗ୍ରାମର ସୁନା ମୁଦି

ମଦୁରାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକରେ ଜନ୍ମଗ୍ରହଣ କରୁଥିବା ନବଜାତ ଶିଶୁମାନଙ୍କ ପାଇଁ ଏକ ଅଭିନବ ସରକାରୀ ଯୋଜନା ‘ଥାଇମାମନ ଥଙ୍ଗା ମୋତିରମ ଥିଟ୍ଟମ’ ବା ମାମୁ ସୁନା ମୁଦି ଯୋଜନା ର ଆନୁଷ୍ଠାନିକ ଶୁଭାରମ୍ଭ କରିଛନ୍ତି। ମଦୁରାଇସ୍ଥିତ…

ଇରାନୀ ଧର୍ମଗୁରୁଙ୍କ ବଡ଼ ଦାବି: ଧ୍ୱଂସାବଶେଷରୁ ଉଦ୍ଧାର ହେଲେ ମୋଜତବା ଖାମେନେଇ

ତେହେରାନ: ଇରାନ-ଆମେରିକା ଯୁଦ୍ଧ ଚାଲିଥିବା ସମୟରେ ଇରାନର ସର୍ବୋଚ୍ଚ ନେତା ମୋଜତବା ଖାମେନେଇଙ୍କୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେହେରାନର ଏକ ହସପିଟାଲ ଉପରେ ହୋଇଥିବା ଭୟଙ୍କର ଆକ୍ରମଣ ପରେ ମୋଜତବା ଖାମେନେଇଙ୍କୁ ଧ୍ୱଂସାବଶେଷରୁ ଉଦ୍ଧାର କରାଯାଇଥିଲା ବୋଲି ଜଣେ ବରିଷ୍ଠ…

UNSC ସ୍ଥାୟୀ ସଦସ୍ୟପଦ: ଭାରତକୁ ରୁଷର ପୂର୍ଣ୍ଣ ସମର୍ଥନ

ଆମେରିକା: ଜାତିସଂଘ ନିରାପତ୍ତା ପରିଷଦର ସଂସ୍କାର ଓ ସମ୍ପ୍ରସାରଣକୁ ନେଇ ରୁଷିଆ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ଜାତିସଂଘ ସାଧାରଣ ସଭାରେ ବକ୍ତବ୍ୟ ରଖି ରୁଷର ବୈଦେଶିକ ମନ୍ତ୍ରୀ ସର୍ଗେଇ ଲାଭରୋଭ୍ ଭାରତ ଓ ବ୍ରାଜିଲକୁ UNSCର ସ୍ଥାୟୀ ସଦସ୍ୟପଦ ମିଳିବା ନେଇ ଦୃଢ଼ ସମର୍ଥନ ଜଣାଇଛନ୍ତି।…

ମୋଦୀଙ୍କୁ ଭୂୟସୀ ପ୍ରଶଂସା କଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ:ଭାରତ ନିଜର ରଣନୈତିକ ନୀତି ଯୋଗୁଁ ନିଜର ଇନ୍ଧନ ଯୋଗାଣକୁ…

ଅଷ୍ଟ୍ରେଲିଆ: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନୀଜ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱକୁ ଜୋରଦାର ପ୍ରଶଂସା କରିଛନ୍ତି। ଏସିଆ ସୋସାଇଟି ପଲିସି ଇନଷ୍ଟିଚ୍ୟୁଟର ଏକ ବିଶେଷ କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ସେ କହିଛନ୍ତି ଯେ, ମାନବ ଇତିହାସର ଯେକୌଣସି ଦଶକ,…