ଝାରସୁଗୁଡ଼ା ଦୁର୍ଘଟଣା; ମୃତ ୫ ପୋଲିସ ଅଧିକାରୀଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଘଟିଥିବା ସଡ଼କ ଦୁର୍ଘଟଣାରେ ୫ ଜଣ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କ ପ୍ରାଣହାନି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି।
ଏଥିସହିତ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହ ପ୍ରାଣ ହରାଇଥିବା ପ୍ରତ୍ୟେକ ପୋଲିସ କର୍ମଚାରୀଙ୍କ…