ଆସାମରେ ବନ୍ୟା ସ୍ଥିତି: ୯.୨୬ ଲକ୍ଷ ଲୋକ ପ୍ରଭାବିତ, ୨୦ ମୃତ
ଗୌହାଟୀ: ଆସାମରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ପ୍ରାୟ ୨,୦୭୧ ଗ୍ରାମର ୯.୨୬ ଲକ୍ଷରୁ ଅଧିକ ବ୍ୟକ୍ତି ପ୍ରଭାବିତ ହୋଇଥିବା ସୂଚନା ମିଳିଛି ।
ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବନ୍ୟା ରିପୋର୍ଟ ଅନୁଯାୟୀ ବ୍ରହ୍ମପୁତ୍ର ନଦୀରେ ଜଳସ୍ତର ବିପଦ ସଙ୍କୁଳ ସ୍ଥିତିରେ ଥିବା…