ଜଣେ ଦୃଢ ପ୍ରଶାସକ ଭାବେ ପରିଚିତ ଥିଲେ ବାଜପେୟୀ; ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି
ଭୁବନେଶ୍ୱର: ଜଣେ କବି, ବକ୍ତା, ରାଜନୀତିଜ୍ଞ, ସମାଜ ସେବୀ, ସମ୍ପାଦକ, କୂଟନୀତିଜ୍ଞ ତଥା ଜଣେ ଦୃଢ ପ୍ରଶାସକ ଭାବରେ ଖ୍ୟାତି ଅର୍ଜନ କରିଥିବା ଅଟଳ ବିହାରୀ ବାଜପେୟୀଙ୍କର ଆଜି ହେଉଛି ଦ୍ୱିତୀୟ ଶ୍ରାଦ୍ଧବାର୍ଷିକୀ ।
ସେ ୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ଗ୍ୱାଲିୟରରେ ଜନ୍ମଗ୍ରହଣ…