ସୂର୍ଯ୍ୟ ଦେବତାଙ୍କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ !
ଭୁବନେଶ୍ୱର: ସୂର୍ଯ୍ୟ ଦେବତା ହେଉଛନ୍ତି ସକଳ ଶକ୍ତିର ଆଧାର । ହିନ୍ଦୁଶାସ୍ତ୍ରାନୁସାରେ ପ୍ରାତଃକାଳରେ ଗାଧୋଇସାରି ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ସାରା ଦିନଟି ଆପଣଙ୍କ ଭଲରେ କଟିବା ସହିତ ସକରାତ୍ମକ ଶକ୍ତି ଆପଣଙ୍କ ଶରୀରରେ ଭରିଯାଇଥାଏ ।
ଜାଣନ୍ତୁ, କିପରି ହୋଇଛି ସୂର୍ଯ୍ୟ ଦେବତାଙ୍କ…