ଉଚ୍ଚଶିକ୍ଷା, ଆଞ୍ଚଳିକ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ମେ ୩ ଯାଏଁ ରହିବ ବନ୍ଦ
ଭୁବନେଶ୍ୱର: ଓଡିଶାର ଉଚ୍ଚଶିକ୍ଷା, ଆଞ୍ଚଳିକ ନିର୍ଦ୍ଦେଶକ କାର୍ଯ୍ୟାଳୟ ଆସନ୍ତା ମେ ୩ ଯାଏଁ ବନ୍ଦ କରିବାକୁ ସାଧାରଣ ପ୍ରଶାସନ ବିଭାଗ ମଙ୍ଗଳବାର ଦିନ ନିର୍ଦ୍ଦେଶ ଦେଇଛି।
ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଭୁବନେଶ୍ୱର, ସମ୍ବଲପୁର, ବ୍ରହ୍ମପୁର, ବାଲେଶ୍ବର ଏବଂ ଜୟପୁରରେ ଥିବା…