ବର୍ଷା ଓ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ୟେଲୋ ସତର୍କତା
ଭୁବନେଶ୍ୱର: ଭୁବନେଶ୍ୱର ସମେତ ଓଡିଶାର ୧୩ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ୟେଲୋ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଗାମୀ ୩ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ସାମାନ୍ଯରୁ ମଧ୍ଯମଧରଣର ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି-…