ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ରଥଯାତ୍ରାରେ ହେବେ ସାମିଲ
ଭୁବନେଶ୍ୱର: କାଲିଠୁ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି। ସେହିଦିନ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
୭ରେ ମହାପ୍ରଭୁଙ୍କ ରଥ ଯାତ୍ରାରେ…