Latest Odisha News

BREAKING NEWS

ଆଜି ‘ସାମାଜିକ ଗଣମାଧ୍ୟମ ଦିବସ’; ଜାଣନ୍ତୁ, ଏସମ୍ପର୍କରେ କିଛି

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସୋସିଆଲ୍ ମିଡିଆ ଲୋକମାନଙ୍କ ଜୀବନ ପରିବର୍ତ୍ତନ କରୁଥିବା ବେଳେ ପ୍ରତିବର୍ଷ ଜୁନ୍ ମାସ ୩୦ ତାରିଖରୁ ‘ସାମାଜିକ ଗଣମାଧ୍ୟମ ଦିବସ’ ପାଳନ କରାଯାଇ ଆସୁଅଛି । ଆଗରୁ ଟେଲିଗ୍ରାମ, ଟେଲିଫୋନର ଯୁଗ ଥିଲା । ଏହାପରେ ପରେ ଫେକ୍ସ ମେସିନ୍ ଓ ତା’ପରେ ସୋସିଆଲ୍…

ଆସାମରେ ବନ୍ୟା ସ୍ଥିତି: ୯.୨୬ ଲକ୍ଷ ଲୋକ ପ୍ରଭାବିତ, ୨୦ ମୃତ

ଗୌହାଟୀ: ଆସାମରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ପ୍ରାୟ ୨,୦୭୧ ଗ୍ରାମର ୯.୨୬ ଲକ୍ଷରୁ ଅଧିକ ବ୍ୟକ୍ତି ପ୍ରଭାବିତ ହୋଇଥିବା ସୂଚନା ମିଳିଛି । ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ବନ୍ୟା ରିପୋର୍ଟ ଅନୁଯାୟୀ ବ୍ରହ୍ମପୁତ୍ର ନଦୀରେ ଜଳସ୍ତର ବିପଦ ସଙ୍କୁଳ ସ୍ଥିତିରେ ଥିବା…

ମଣିପୁର ଓ ମେଘାଳୟରେ ଭୁମିକମ୍ପ ଝଟକା

ନୂଆଦିଲ୍ଲୀ: ମଣିପୁର ଓ ମେଘାଳୟରେ ରବିବାର ଦିନ ସାମାନ୍ୟ ଭୁମିକମ୍ପର ଝଟକା ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର୍ ସେସିମୋଲୋଜିର ରିପୋର୍ଟ ଅନୁଯାୟୀ ମଣିପୁରର ଶିରୁଇ ଠାରେ ହୋଇଥିବା ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୨.୩ ମପା ଯାଇଥିଲା । ଆଜି ଦିନ ୨ଟା ୪୯ମି. ସମୟରେ ଏହି…

ସୂର୍ଯ୍ୟ ଦେବତାଙ୍କୁ ନେଇ କ’ଣ ରହିଛି ପୌରାଣିକ କଥାବସ୍ତୁ !

ଭୁବନେଶ୍ୱର: ସୂର୍ଯ୍ୟ ଦେବତା ହେଉଛନ୍ତି ସକଳ ଶକ୍ତିର ଆଧାର । ହିନ୍ଦୁଶାସ୍ତ୍ରାନୁସାରେ ପ୍ରାତଃକାଳରେ ଗାଧୋଇସାରି ସୂର୍ଯ୍ୟଙ୍କୁ ଜଳ ଅର୍ପଣ କଲେ ସାରା ଦିନଟି ଆପଣଙ୍କ ଭଲରେ କଟିବା ସହିତ ସକରାତ୍ମକ ଶକ୍ତି ଆପଣଙ୍କ ଶରୀରରେ ଭରିଯାଇଥାଏ । ଜାଣନ୍ତୁ, କିପରି ହୋଇଛି ସୂର୍ଯ୍ୟ ଦେବତାଙ୍କ…

ଗଜପତି ମହାରାଜାଙ୍କୁ କାହିଁକି କୁହାଯାଏ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳନ୍ତି ପ୍ରତିମା, ଠାକୁର ରାଜା ତଥା ଦାରୁବ୍ରହ୍ମଙ୍କର ପ୍ରଥମ ସେବକ ହେଲେ ପୁରୀ ଗଜପତି ମହାରାଜା । ପ୍ରାଚୀନ ସମୟରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଭିନ୍ନ ନୀତି, ଯାନିଯାତ୍ରା ସହିତ ଗଜପତି ମହାରାଜା ପାରମ୍ପରିକ ରୀତିରେ ପ୍ରତ୍ୟକ୍ଷ ଭାବେ ସଂପୃକ୍ତ ।…

ଭାବର ଠାକୁର ସେ କାଳିଆ ସାଆନ୍ତ; ଜାଣନ୍ତୁ ମହାପ୍ରଭୁଙ୍କ ଅଦ୍ଭୁତ ଲୀଳା

ଭୁବନେଶ୍ୱର: ଘୋଷଯାତ୍ରା ହେଉଛି ପୁରୀ ତଥା ଦେଶ ବିଦେଶରେ ପାଳିତ ହେଉଥିବା ଏକ ଅନନ୍ୟ ପର୍ବ । ଏହା ଆଷାଢ ଶୁକ୍ଲ ଦ୍ୱିତୀୟା ତିଥିରେ ଧୁମଧାମରେ ପାଳିତ ହୋଇଥାଏ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରସିଦ୍ଧ ରଥଯାତ୍ରା ବିଶ୍ବବ୍ୟାପୀ ପରିବ୍ୟାପ୍ତ, କୁହାଯାଏ ଏହି ସମୟରେ ଭାବର ଠାକୁର କିଛିଦିନ…

‘ପିତା’ଙ୍କ ପାଇଁ ସମର୍ପିତ ଦିନଟିଏ: ଜାଣନ୍ତୁ, କେବେଠୁ ହେଉଛି ପାଳିତ

ଭୁବନେଶ୍ୱର: ପ୍ରତିବର୍ଷ ଜୁନମାସର ତୃତୀୟ ରବିବାରରେ ଭାରତ ସମେତ ବିଶ୍ୱର ବହୁ ଦେଶରେ‘ଫାଦର୍ସ ଡ଼େ’ ବା ‘ବିଶ୍ୱ ପିତୃତ୍ୱ ଦିବସ’ ଭାବେ ପାଳନ କରାଯାଏ। କୁହାଯାଏ, ପିତା ଓ ମାତା ଭଗବାନଙ୍କ ଦ୍ୱିତୀୟ ରୂପ । ସନ୍ତାନଙ୍କ ଜୀବନରେ ଦୁହିଁଙ୍କର ଅତ୍ୟନ୍ତ ମହତ୍ୱପୂର୍ଣ୍ଣ ଭୂମିକା…

ଓଡିଶାର ୫ ଜିଲ୍ଲାରେ ଝଡବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ଝାରସୁଗୁଡା, ସୁନ୍ଦରଗଡ, ପୁରୀ, ଜଗତସିଂହପୁର ଓ…

ବର୍ଷା ସହ ବଜ୍ରପାତ ଆଶଙ୍କା: ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ଓଡିଶାର ପ୍ରାୟ ୫ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଜାରି ହୋଇଛି ସତର୍କ ସୂଚନା । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ ରାୟଗଡା, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ…

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ମୋଟ୍ ସଂଖ୍ୟା ୧୨ ଛୁଇଁଲା

ଭୁବନେଶ୍ୱର: ଓଡିଶାରେ ଆଉ ଜଣେ କୋଭିଡ-୧୯ ରୋଗୀଙ୍କ ମୃତ୍ୟୁ ପରେ ମୋଟ୍ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି । ଏନେଇ ଟ୍ୱିଟ୍ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । https://twitter.com/HFWOdisha/status/1274221605414002689?s=19 ସ୍ୱାସ୍ଥ୍ୟ ବିଭାଗର ଟ୍ୱିଟ୍…