ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଚୌଧୁରୀ ପ୍ରତାପ କେଶରୀ ମିଶ୍ରଙ୍କ ଦେହାନ୍ତ
ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଚୌଧୁରୀ ପ୍ରତାପ କେଶରୀ ମିଶ୍ରଙ୍କର ଗୁରୁବାର ରାତିରେ ଦେହାନ୍ତ ହୋଇଯାଇଛି। ମୁତ୍ଯୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।
ପରିବାରର ସୂଚନା ଅନୁଯାୟୀ, ସେ ଚାରିମାସ ହେବ ହସ୍ପିଟାଲର ଆଇସିୟୁରେ ଥିଲେ ଏବଂ ରାତି ୧୧.୫୯ମି.ରେ…