ଅଗଷ୍ଟ ୧୧ରେ ହେବ ନିଟ୍-ପିଜି ପରୀକ୍ଷା
ନୂଆଦିଲ୍ଲୀ: ନିଟ୍-ପିଜି ପରୀକ୍ଷା ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଏହି ପରୀକ୍ଷା ଆଗାମୀ ଅଗଷ୍ଟ ୧୧ ତାରିଖରେ ଆୟୋଜିତ ହେବ। ପରୀକ୍ଷା ୨ଟି ସିଫ୍ଟରେ ହେବ। ଏନେଇ ନ୍ୟାଶନାଲ ବୋର୍ଡ ଅଫ ଏକଜାମିନେସନ୍ସ (ଏନବିଇ) ପକ୍ଷରୁ ଘୋଷଣା କରାଯାଇଛି। ଏସଓପି ଏବଂ ପ୍ରୋଟୋକଲର ସମୀକ୍ଷା ପରେ ନିଟ୍…