ଜୁଲାଇ ୧୨କୁ ବଢିଲା କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି
ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୧୨କୁ ବୃଦ୍ଧି କଲେ ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ। କେଜ୍ରିୱାଲ ଭିଡିଓ କନଫରେନ୍ସ ଜରିଆରେ ସ୍ୱତନ୍ତ୍ର ବିଚାରପତି କାଭେରୀ ବାୱେଜାଙ୍କ କୋର୍ଟରେ ହାଜର ହୋଇଥିଲେ। ଦିଲ୍ଲୀ ଅବକାରୀ ନୀତି…