ହାଥରସରେ ଦଳାଚକଟା ଘଟଣା; ମୃତ୍ୟୁସଂଖ୍ୟା ୧୨୧ ଛୁଇଁଲା
ହାଥରସରେ ଏକ ସତସଙ୍ଗ ସମୟରେ ଦଳାଚକଟା ହେବାରୁ ୧୨୧ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ରହିଛନ୍ତି। ସିକନ୍ଦରାରାଉ ଥାନାର ଫୁଲରଇରେ ଆୟୋଜିତ ଭୋଳାବାବାଙ୍କ ସତସଙ୍ଗ ସମୟରେ ଏହି ବଡ଼ ଦୁର୍ଘଟଣା ଘଟିଥିଲା।
ଏହି ଘଟଣାରେ ଭୋଲେ ବାବାଙ୍କ ଆଶ୍ରମରେ ପହଞ୍ଚି…