Latest Odisha News

BREAKING NEWS

ପ୍ରକାଶ ପାଇଲା ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିଲେ ଝିଅ

ବିହାର: ଆଜି ବିହାର ବୋର୍ଡ BSEB ଦ୍ୱାଦଶ ଇଣ୍ଟର ରେଜଲ୍ଟ ୨୦୨୬ର ଫଳ ପ୍ରକାଶ ପାଇଛି। ୧.୩ ନିୟୁତରୁ ଅଧିକ ଛାତ୍ରଛାତ୍ରୀଙ୍କ ଅପେକ୍ଷା ଶେଷ ହୋଇଛି । ବିହାର ସ୍କୁଲ ପରୀକ୍ଷା ବୋର୍ଡ (BSEB) ର ଅଧ୍ୟକ୍ଷ ଆନନ୍ଦ କିଶୋର ଅପରାହ୍ନ ୧:୩୦ ରେ ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଫଳାଫଳ ଘୋଷଣା…

ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ରାଜ୍ୟ ଏବଂ ଜାତୀୟସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ଓଡ଼ିଶା ପୋଲିସର କ୍ରୀଡ଼ାବିତମାନଙ୍କୁ ଆଜି ଭୁବନେଶ୍ୱରସ୍ଥିତ ପୋଲିସ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ…

୨ ବର୍ଷରେ ୧.୧୬ ଲକ୍ଷ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ

ଭୁବନେଶ୍ୱର: ବାଇକ ହେଉ କି ଚାରି ଚକିଆ । ଯାନ ବାହାନ ଚଲେଇବା ପାଇଁ ଲାଇସେନ୍ସ ଦରକାର । ସଡ଼କ ଦୁର୍ଘଟଣା ହ୍ରାସ କରିବାପାଇଁ ସଡ଼କ ସୁରକ୍ଷା ସପ୍ତାହ ଭଳି ପଦକ୍ଷେପ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଉଛି। ଏହାସହିତ ବିଭିନ୍ନ ଛକମାନଙ୍କରେ ଚଢ଼ାଉ କରାଯାଉଛି ହେଉଛି। ତଥାପି ଲୋକେ ସଚେତନ…

ମୁଖ କ୍ୟାନସରରେ ୧୦ ବର୍ଷରେ ୩ ହଜାର ମୃତ

ରାଜ୍ୟରେ ମୁଖ କ୍ୟାନସର ଏବେ ମୁଣ୍ଡବିନ୍ଧାର କାରଣ ପାଲଟିଛି । ରାଜ୍ୟରେ ମୁଖ କ୍ୟାନସର ନେଲାଣି ୩ ହଜାରରୁ ଅଧିକ ଜୀବନ । ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଉତ୍ତର ରଖିଛନ୍ତି । ୧୦ ବର୍ଷରେ ମୁଖ କ୍ୟାନସରରେ ୩ ହଜାର ୧୫୭ ଜଣଙ୍କ ଜୀବନ ଯାଇଛି ବୋଲି ମନ୍ତ୍ରୀ କହିଛନ୍ତି ।…

ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା ବୈଠକ

ପୁରୀ: ପୁରୀରେ ଆଜି ଆଉ କିଛି ସମୟ ପେରେ ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା ହେବ । ସମୀକ୍ଷା କରିବେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ । ଏହା ପୂର୍ବରୁ ମନ୍ତ୍ରୀ ଶୁଭ ମନାସିଲେ । ଜଗନ୍ନଥଙ୍କୁ ଦର୍ଶନ କଲେ । ଗଣତି ମଣତି ସୁରୁଖୁରୁରେ ଶେଷ କରିବା ନେଇ ଆଶିର୍ବାଦ ଲୋଡ଼ିଲେ । ଶ୍ରୀମନ୍ଦିର ମୁଖ୍ୟ…

ମାର୍ଚ୍ଚ ୨୦୨୬ ସୁଦ୍ଧା ଓଡିଶା ହେବ ମାଓ ମୁକ୍ତ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ୧୫ ମାଓବାଦୀ ଥିବା ଗୃହରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି । କନ୍ଧମାଳ- କଳାହାଣ୍ଡି- ରାୟଗଡା ସୀମାନ୍ତ ଅଞ୍ଚଳରେ ଅଛନ୍ତି ୧୫ ମାଓବାଦୀ । ରାଜ୍ୟରେ ଅନ୍ୟ କୌଣସି ସ୍ଥାନରେ ମାଓବାଦୀ ନାହାନ୍ତି କହିଛନ୍ତି ମୁଖ୍ୟମନ୍ତ୍ରୀ । ୨୦୨୬ ମାର୍ଚ୍ଚ ୧୫ ସୁଦ୍ଧା ୯୬ ମାଓବାଦୀ /…

ଏପ୍ରିଲ୍‌ରୁ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ: ପ୍ରତି ମାସର ପ୍ରଥମ ଦିନରେ ତୈଳ କମ୍ପାନିଗୁଡ଼ିକ ଗ୍ୟାସ୍ ଓ ବିମାନ ଇନ୍ଧନ ମୂଲ୍ୟରେ ସଂଶୋଧନ କରୁଛନ୍ତି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ଆମଦାନି କମ୍ ହୋଇଥିବାରୁ ଆସନ୍ତା ଏପ୍ରିଲ୍ ପହିଲାରେ ଆଭିଏସନ ଟର୍ବାଇନ ଫୁଏଲ୍ (ଏଟିଏଫ୍) ଦାମ୍ ବଢ଼ିବା ଆଶଙ୍କା କରାଯାଉଛି। ତାହା ହେଲେ…

ବିଶ୍ବ ଜଳ ଦିବସ: ଖସୁଛି ରାଜଧାନୀର ଭୂତଳ ଜଳସ୍ତର

ଭୁବନେଶ୍ୱର: ଖରାଦିନ ଆସିଲେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଣିର ଉକ୍ରଟ ସମସ୍ୟା ଦେଖିବାକୁ ମିଳେ । ହେଲେ ଆଜି ବିଶ୍ୱ ଜଳ ଦିବସରେ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାହାକୁ ଶୁଣିଲେ ଆପଣମାନେ ମୁଣ୍ଡରେ ହାତ ଦେବେ । ଆମେ ଯେଉଁ ଘଟଣା କଥା କହୁଛୁ ତାହା ଆଶ୍ଚର୍ଯ୍ୟ ଲାଗିଲେବି ଘଟଣାଟି ସତ ।…

ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ: ବୁନ୍ଦାଏ ବି ପାଣି ନଷ୍ଟ କରନ୍ତୁ ନାହିଁ

ଭୁବନେଶ୍ୱର: ରାଜ୍ୟସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଆଜି ସ୍ଥାନୀୟ ଲୋକ ସେବା ଭବନ କନଭେନଶନ ସେଣ୍ଟର ଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଭିନ୍ନ ଜଳ ସମ୍ପଦ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କରିଛନ୍ତି।…

୧ କୋଟି ଇରାନୀୟ ରିଆଲ୍ ମୂଲ୍ୟ ୬୫୦ ଟଙ୍କା

ତେହରାନ୍: ଇରାନ୍ ବିରୋଧରେ ଗତ କିଛି ବର୍ଷ ଧରି ଆମେରିକା ଆର୍ଥିକ କଟକଣା ଲାଗୁ କରିଆସିଥିଲାବେଳେ ଇରାନ୍‌ର ଅର୍ଥନୀତି ବହୁମାତ୍ରାରେ ପ୍ରଭାବିତ ରହିଆସିଛି । ଏବେ ଯୁଦ୍ଧକୁ ନେଇ ଇରାନ୍‌ର ଆର୍ଥିକ ସ୍ଥିତି ଆହୁରି ଜଟିଳ ହୋଇପଡ଼ିଛି । ଯୁଦ୍ଧ ସ୍ଥିତିରେ ଇରାନ୍ କେନ୍ଦ୍ରୀୟ ବ୍ୟାଙ୍କ ୧୦ ନିୟୁତ…