କବିବର ରାଧାନାଥ ରାୟ ବନାମ ସେହିସବୁ ଅନାମଧେୟ ପଦ୍ୟ ଲେଖିକା
କବିବର ରାଧାନାଥ ରାୟ ବନାମ
ସେହିସବୁ ଅନାମଧେୟ ପଦ୍ୟ ଲେଖିକା
କେଦାର ମିଶ୍ର
ରାଧାନାଥ ରାୟ ଆଧୁନିକ ଓଡିଆ କବିତାର ଯୁଗ ପ୍ରବର୍ତ୍ତକ, ଏ କଥାରେ କୌଣସି ସନ୍ଦେହ ନାହିଁ। ଓଡିଆ କବିତାର ଭାବ ଓ ଗଢଣରେ ଅନେକ ମୌଳିକ ପରିବର୍ତ୍ତନ ଆଣିବାର ଶ୍ରେୟ ରାଧାନାଥଙ୍କର। ତେବେ କବିତାର ଶୈଳୀ ଓ…