Latest Odisha News

BREAKING NEWS

କବିବର ରାଧାନାଥ ରାୟ ବନାମ ସେହିସବୁ ଅନାମଧେୟ ପଦ୍ୟ ଲେଖିକା

କବିବର ରାଧାନାଥ ରାୟ ବନାମ ସେହିସବୁ ଅନାମଧେୟ ପଦ୍ୟ ଲେଖିକା କେଦାର ମିଶ୍ର ରାଧାନାଥ ରାୟ ଆଧୁନିକ ଓଡିଆ କବିତାର ଯୁଗ ପ୍ରବର୍ତ୍ତକ, ଏ କଥାରେ କୌଣସି ସନ୍ଦେହ ନାହିଁ। ଓଡିଆ କବିତାର ଭାବ ଓ ଗଢଣରେ ଅନେକ ମୌଳିକ ପରିବର୍ତ୍ତନ ଆଣିବାର ଶ୍ରେୟ ରାଧାନାଥଙ୍କର। ତେବେ କବିତାର ଶୈଳୀ ଓ…

ସୋସିଆଲ ମିଡିଆରେ ଭଲ କବିତା ବନାମ ଖରାପ କବିତା

ସୋସିଆଲ ମିଡିଆରେ ଭଲ କବିତା ବନାମ ଖରାପ କବିତା କେଦାର ମିଶ୍ର ଭଲ କବିତାକୁ ଖରାପ କବିତାର ଭିଡରୁ ରକ୍ଷା କରିବାକୁ ହେବ – ଆମ ସମୟର କେତେଜଣ ଅତ୍ୟନ୍ତ ସମ୍ବେଦନଶୀଳ କବି ଏ କଥା ଉଠେଇଛନ୍ତି। ସେମାନଙ୍କର ଭୟ ହେଉଛି, ଖରାପ କବିତାର ଭିଡ ଭିତରେ କାଳେ ଭଲ କବିତା ହଜିଯାଇପାରେ !! ସାମାଜିକ…

ଓଡିଆ ବହିରୁ ଏଜରା ପାଉଣ୍ଡଙ୍କ ରୟାଲଟି, ଏକ ସଂକ୍ଷିପ୍ତ ଓ ରହସ୍ୟମୟ ଇତିହାସ

ଓଡିଆ ବହିରୁ ଏଜରା ପାଉଣ୍ଡଙ୍କ ରୟାଲଟି, ଏକ ସଂକ୍ଷିପ୍ତ ଓ ରହସ୍ୟମୟ ଇତିହାସ କେଦାର ମିଶ୍ର “ମୋ ବହି ଓଡିଆ ଓ ବଙ୍ଗଳାରେ ପ୍ରକାଶ କରି ମୋତେ କଣ ଦେବାକୁ ହେବ ବୋଲି ଆପଣ ‘ସର୍ତ୍ତ' ପଚାରିଛନ୍ତି। ଆପଣ ବହି ବିକି ଯେଉଁ ଲାଭ ପାଇବେ ସେହି ଲାଭାଂଶର କିଛି ଅଂଶ ହିଁ ମୋର ପ୍ରାପ୍ୟ ହେବ। ଅବଶ୍ୟ…

ରଥ ଯାତ୍ରା

ରଥ ଯାତ୍ରା କେଦାର ମିଶ୍ର ୧ ଦେହ ପରି ଏଇ ଦାଣ୍ଡ ଲମ୍ବିଅଛି କେଉଁ ଦୂର ଆଡପ ମଣ୍ଡପକୁ ଏ ଦେହ ଦେବତା ପରି, କେବେ ଯକ୍ଷ, କେବେ ଋଷି, କେବେ ପୁଣି ଡାକୁ । ଏ ଦେହ ପଥ ଯେତିକି, ରଥ ସେତିକି, ଏ ଦେହର ନାହିଁ ହାତ, ନାହିଁ ପାଦ, ନାହିଁ ମୁଖ-ବୁକୁ ଏ ଦେହର ଯେତେ ପୀଡା, ଯେତେ ବ୍ରୀଡା,…

ସେ ଅକୁହା କାହାଣୀସବୁକୁ ଲେଖିବ କିଏ?

ସେ ଅକୁହା କାହାଣୀସବୁକୁ ଲେଖିବ କିଏ? କେଦାର ମିଶ୍ର ସେ ମୁହଁଟି ମୋ ଆଖିରୁ ଯାଉନାହିଁ। ଯେତେଥର ଆଖି ବନ୍ଦ କରୁଛି ସେ ରକ୍ତାକ୍ତ ମୁହଁ ମୋତେ ବିଚଳିତ କରୁଛି। ସେ ସତସତିକା ମୁହଁକୁ ମୁଁ ପ୍ରତ୍ୟକ୍ଷ ଭାବରେ ଦେଖିନି। ଦେଖିଛି ଗୋଟେ ଫଟୋଗ୍ରାଫରେ। କଟକରୁ ଭୁବନେଶ୍ୱର ଫେରୁଥିବାବେଳେ ସେ…

ଲେଖି ନପାରିବା ଗୋଟେପ୍ରକାର ଲେଖକୀୟ ବିଳାସ

 ମିଶ୍ରରାଗ  ଲେଖି ନପାରିବା ଗୋଟେପ୍ରକାର ଲେଖକୀୟ ବିଳାସ କେଦାର ମିଶ୍ର ଲେଖା ନ ମାଡିବା ଯାଏ ଲେଖି ହୁଏନାହିଁ । ଏକଥା ଯେ କହିଥିଲେ, ସେ ଆମ ସାହିତ୍ୟର ସବୁଠୁ ବେଶୀ ଲେଖିଥିବା ଲେଖକଙ୍କ ଭିତରୁ ଅନ୍ୟତମ। ହଁ, ମୁଁ ଗୋପୀନାଥ ମହାନ୍ତିଙ୍କ କଥା କହୁଛି। ଗୋପୀ ବାବୁ ତାଙ୍କର ପ୍ରସିଦ୍ଧ…