ମାଟି ପୂଜନର ଗଣପର୍ବ ରଜ
ଲକ୍ଷ୍ମଣ ସାହୁଙ୍କ ନିୟମିତ ସ୍ତମ୍ଭ
ପ୍ରକୃତି ଓ ପରମ୍ପରାର ଏକ ମଧୁର ସମନ୍ୱୟ ଲୁଚି ରହିଛି । ସୂକ୍ଷ୍ମ ଦୃଷ୍ଟିରେ ଦେଖିଲେ ମାଟି ଓ ମୌସୁମୀର ମିଳନ ଏକ ଅପୂର୍ବ ପୁଲକ ଭରି ଦିଏ କୃଷକ ମନରେ । ପୃଥିବୀର ମାତୃତ୍ଵ କାମନା କରି ଜୟ ଗୀତ ଗାନ କରେ କୃଷକ । ଆଦ୍ୟ ଆଷାଢର ପ୍ରଥମ ବାରିପାତରେ ପୃଥିବୀ…