ଆସିଲା ୬୧, ୬୨, ୬୩, ୬୪, ୬୫ ଓ ୬୬ନଂ ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର: ଆସିଲା ୬ କରୋନା ଆକ୍ରାନ୍ତଙ୍କ ଗସ୍ତ ବିବରଣୀ । ବାଲେଶ୍ୱର ଭଦ୍ରକର ୬୧, ୬୨, ୬୩, ୬୪, ୬୫, ୬୬ ନମ୍ବର ଆକ୍ରାନ୍ତଙ୍କ ଗସ୍ତ ବିବରଣୀ ଦେଇଛନ୍ତି ରାଜ୍ୟ ସରକାର । ଆସନ୍ତୁ ଜାଣିବା ସେ ସମ୍ପର୍କରେ ।
କେସ୍ ନଂ-୬୧: ୬୧ ନମ୍ବର କରୋନା ଆକ୍ରାନ୍ତ ହେଉଛନ୍ତି ବାଲେଶ୍ୱର ନେଳିଆବାଗର ୫୮…