ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି
ଉଡାଣ
ପୂର୍ବ ଚିଠିର ପ୍ରତିକ୍ରିୟାରେ ମୋତେ ମିଳିଥିବା ମତସବୁକୁ ପଢୁଥିଲାବେଳେ ସୁଜୁର ଉତ୍ତର ଅଟକେଇ ରଖିଲା କିଛି କ୍ଷଣ । କାହିଁକି ଲାଗିଲା ତୁମ ପ୍ରତି ମୋର ସମ୍ପର୍କକୁ ସଠିକ ଶବ୍ଦରେ ଖଞ୍ଜିପାରିନି ବୋଧହୁଏ ସେହି ଚିଠିରେ । ପ୍ରେମ ଘୃଣାର ବିପରୀତ ନୁହେଁ ବୋଲି ମୁଁ ବୁଝେ । କାହା…