Latest Odisha News

BREAKING NEWS

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଉଡାଣ ପୂର୍ବ ଚିଠିର ପ୍ରତିକ୍ରିୟାରେ ମୋତେ ମିଳିଥିବା ମତସବୁକୁ ପଢୁଥିଲାବେଳେ ସୁଜୁର ଉତ୍ତର ଅଟକେଇ ରଖିଲା କିଛି କ୍ଷଣ । କାହିଁକି ଲାଗିଲା ତୁମ ପ୍ରତି ମୋର ସମ୍ପର୍କକୁ ସଠିକ ଶବ୍ଦରେ ଖଞ୍ଜିପାରିନି ବୋଧହୁଏ ସେହି ଚିଠିରେ । ପ୍ରେମ ଘୃଣାର ବିପରୀତ ନୁହେଁ ବୋଲି ମୁଁ ବୁଝେ । କାହା…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅନୁରାଗର ରଙ୍ଗ " ହୃଦୟ ଦେଇ ତୁମକୁ ଜିତିବାକୁ ଚାହେଁ ...ଏତିକି ହିଁ ମୁଁ ତୁମକୁ ଲେଖିବାକୁ ଚାହୁଁଥିବା ଧାଡିମାନଙ୍କର ସାରାଂଶ ।" ଏମିତି କିଛି ଶୁଣେଇଥିଲ ପୂର୍ବବର୍ତ୍ତି ଚିଠିର ଉତ୍ତରରେ ମୁଁ ଅର୍ଦ୍ଧଚେତନ ଅବସ୍ଥାରେ ଲୁହ ଲୁହ ଥିଲାବେଳେ । ତୁମ ପାଖରୁ ଏହି ଉତ୍ତର ଆସୁଥିଲାବେଳେ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଫିନେକ୍ସ ତୁମ ମୁହଁକୁ ସ୍ପଷ୍ଟ କରି ଆଙ୍କିବା ଚକ୍ରାନ୍ତରେ କେତେ ପରସ୍ତ ମିଛର ରଙ୍ଗ ନିଜ ଦେହରେ ବୋଳିଲିଣି ହିସାବ କରିବାକୁ ଇଚ୍ଛାଟେ ତିଆରି ହୋଇନଥିଲା ଏଯାବତ୍ । ପ୍ରତି ଥରର ରୂପାନ୍ତରରେ ଉଲୁରି ଯାଉଛି ଚମଡ଼ା । ଶିହରି ଉଠୁଛି ଯନ୍ତ୍ରଣାରେ ତ ଆର୍ତ୍ତନାଦରେ ଚହଲି ଯାଉଛି ମୋ ତିଆରି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅମୃତ ଦୃଷ୍ଟି  ପ୍ରେମ ସହ ପରିଚୟ ତୁମ ସହ ସମ୍ପର୍କ ଯୋଡ଼ି ହେଲାପରେ । କେତେ ବୟସ ମୋର ସେତେବେଳେ ? ବୋଧହୁଏ ସାଢ଼େ ଛଅ କିମ୍ବା ସାତ । ନିଜେ ଅସମଯୋଜିତ ବୋଲି ବୁଝେଇ ସାରିଥିଲେ ସାଙ୍ଗସାଥୀ , ଆତ୍ମୀୟସ୍ଵଜନ । ମୋର ରୁଷିବାକୁ ନେଇ ବିରକ୍ତିର ଗଣ୍ଠିଲିକୁ ଖୋଲୁଥିଲେ ସେମାନେ ବୋଉ ପାଖରେ ।…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ମିଛ ପ୍ରଜାପତି ତୁମ ପାଖକୁ ଲେଖାଯାଉଥିବା ଚିଠି ଶବ୍ଦ ହୋଇ ଉତ୍ତୁରି ପାରୁନି ଆଉ ଫର୍ଦ୍ଦକୁ । କେହି ଖୋଜୁ କି ନଖୋଜୁ ତୁମକୁ ଉଦ୍ଦେଶ୍ୟ କରି ଲେଖାଯାଉଥିବା ଅସଂଖ୍ୟ ଚିଠି ଲେଖି ହୋଇଚାଲିଛି ପ୍ରତିଟି ସ୍ପନ୍ଦନ ସହ ତାଳ ଦେଇ ରକ୍ତର କାଳିରେ , ପ୍ରତିଟି ମୁହୂର୍ତ୍ତରେ । ଯେତିକି ନିଗିଡ଼ି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଅବିନଶ୍ଵର  ମୁଁ ଜାଣିଛି ଏଣିକି ଆମ ଘରେ ଶୁଭିବ ନାହିଁ " ମାତ ରୁଦ୍ରାଣୀ , ତୋ ପୟରେ ଦୀନ ଯୋଡୁଛି ପାଣି / ସେଦିନ ସଞ୍ଜବେଳେ, ସେଇ ସେ ନଈ କୂଳେ / ଏଇ ଗାଁ ମୋର ଜନମ ମାଟି / ଚକାନୟନକୁ ପତିତ କହି ...।" ଗାଁ' ଗାଦି ଘର କମ୍ପିବନି କେବେ ଆପଣଙ୍କ ପୁରୁଣା ତାଳ ମାନରେ ମୃଦଙ୍ଗ ମାଡ଼ରେ କି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଗାୟବ ହରିଣୀ  ମୁଁ ତୁମକୁ ଖୋଜୁଛି ପୁଷ୍ପା ନାନୀ । କେଉଁ ଠିକଣାରେ ତୁମେ ? ସାମ୍ନାରେ ଥିଲେ ଓଦା ଓଦା କ୍ଳାନ୍ତ ଗଳାରେ ହୁଏତ ଆଜିକା ଦିନରେ କହିଥାନ୍ତ ଆକ୍ରମକ ପଞ୍ଝାରୁ ନିଜକୁ ମୁକୁଳେଇବାର ରାସ୍ତା ଖୋଜୁ ଖୋଜୁ ତୁମ ଠିକଣା ତୁମ ପାଇଁ ଅନିର୍ଦ୍ଦିଷ୍ଟ ହୋଇଯାଇଛି । ତୁମେ ତୁମକୁ ଖୋଜୁଛ…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ମଧ୍ୟସ୍ୱର୍ଗର ପ୍ରଶାନ୍ତି  ଚିଠିରେ ଅବିରାମତ୍ୱ ନରହିଲେ ପଢିବାରେ ଆଗ୍ରହ ତିଆରି ହୁଏନି କୁଆଡେ ! ସତରେ ଆବଶ୍ୟକ କଣ ତୁମ ସହ ଘଟଣାମାନଙ୍କୁ ସମୟାନୁପାତରେ ପାହାଚ ଭଳି ନିର୍ଦ୍ଦିଷ୍ଟ ତାଳରେ ଅତିକ୍ରମି ଯିବା ? ଆବଶ୍ୟକ କି ଅମୂର୍ତ୍ତ ଭାବର ଗହ ଗହ ଅନ୍ଧାରକୁ ପ୍ରଶ୍ନର ଆଲୁଅଟେ ଫିଙ୍ଗି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ଇନ୍ଦ୍ରଧନୁ  ଅପୂର୍ବ ରଙ୍ଗର ଗୋଧୂଳିରେ ସ୍ବପ୍ନ ନେଇ ଫେରୁଥିବା ଗୋଟେ ଡଙ୍ଗାର ଚିତ୍ର ଥିଲା ବିଷୟ ହେଲେ ଆଙ୍କୁ ଆଙ୍କୁ ଥୁଣ୍ଟା ଗଛର ଶୁଖିଲା ଡାଳରେ ଚଢେଇର ବସାଟିଏକୁ ଆଙ୍କିଲି । ଚିତ୍ରର ନାଁ ଦେଲି "ନିମନ୍ତ୍ରଣ" । ଆବଦ୍ଧ ନଈର ଛଟପଟ ମୋ ଧମନୀରେ ବୋଲି ବୋଧେ ତରଳ ଦୁଃଖକୁ ଦୀପରେ ଢାଳି…

ଅଜ୍ଞାତ ଠିକଣା : ଅନ୍ତହୀନ ଅଭିବ୍ୟକ୍ତି

ରୂପାନ୍ତରିତ ଦୃଷ୍ଟି ଭଲପାଇବାକୁ ଆୟୁଷ କରିପାରେ କି ସମୟ ? କେଜାଣି ! ଚିଠିକୁ ଚଢ଼େଇ କି ତାରାଙ୍କୁ ପ୍ରଜାପତି କରି ପହଞ୍ଚି ହେବକି ଅପହଞ୍ଚ ଆକାଶରେ ? କେଜାଣି ! ମୋ ଥିବାଠାରୁ ନଥିବା ପର୍ଯ୍ୟନ୍ତ ଲମ୍ବିଥିବା ଗୋଟେ ଅଦୃଶ୍ୟ ରାସ୍ତାରେ ଠାଏ ଠାଏ ଜମିଥିବା କୋଳାହଳରେ ତୁମେ ମୋତେ ଦିଶନି…