Latest Odisha News

BREAKING NEWS

ଯୁଦ୍ଧୋନ୍ମାଦନାର ଉତ୍ପାତରେ ଅଶାନ୍ତ ଏସିଆ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ ବିରୁଦ୍ଧରେ ସାରା ବିଶ୍ୱ ଲଢୁଛି । ସବୁଦେଶ କହୁଛନ୍ତି - ଆମେ କରୋନା ବିରୁଦ୍ଧରେ ଯୁଦ୍ଧ କରୁଛୁ । ସମଗ୍ର ବିଶ୍ୱରେ ଏପର୍ଯ୍ୟନ୍ତ କ୍ଷୁଦାଦ୍ରୀକ୍ଷୁଦ୍ର ଅଦୃଶ୍ୟ ଭୂତାଣୁ କରୋନାକୁ କେହି ପରାସ୍ତ କରିପାରୁନାହାଁନ୍ତି । ମୃତ୍ୟୁ…

ଅର୍ଥନୀତିର ଅର୍ଥାନ୍ତର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦୁନିଆ ଦୋହଲା ଦୁଃଖ କଷ୍ଟ ବେଦନା ଆଉ ଯାତନାର ଜୂପକାଠରେ ବଳିପଡିବାକୁ ଯାଉଥିବା ଅର୍ଥନୀତି ଏବେ ବଦଳାଇଦେବ ତା’ର ଚିର ପରିଚିତ ସଂଜ୍ଞା । ଜୀବନଶୈଳୀର ଅଦ୍ଭୁତପୂର୍ବ ପରିବର୍ତ୍ତନ ଆଜି ଅର୍ଥନୀତିକୁ ତା’ର ସଂଜ୍ଞା ପରିବର୍ତ୍ତନ ପାଇଁ ବାଧ୍ୟ…

ବିଷାଦ ବ୍ୟାଧିର ବଳୟରେ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନା ମହାମାରୀ, ଭୋକର ଜ୍ୱାଳା ଭଳି ଏବେ ବିଷାଦର ବ୍ୟାଧି ସମଗ୍ର ବିଶ୍ୱରେ ବ୍ୟାପିବାରେ ଲାଗିଛି । ମଣିଷ ମନରୁ ଶାନ୍ତି ଉଭେଇ ଯାଇଛି । ଧନସମ୍ପତି, କୋଠାବାଡି, ସୁନାରୂପା, ଗାଡିଘୋଡା ସବୁଥାଇ ମଣିଷ ମନରେ ସୁଖ ନାହିଁ । ଏବେ ସେ ପାଗଳ ଭଳି…

କରୋନାର କରାଳ କାଳ ବଳୟ ପରର ପୃଥିବୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କରୋନାର କରାଳ କାଳ ବଳୟରେ ସମଗ୍ର ବିଶ୍ୱ ଆଜି ଜ୍ୱଳନ୍ତ ଜତୁଗୃହ । ସବୁଠି ନିଆଁ ଲାଗିଛି – ସବୁଠି ନିଆଁ ଜଳୁଛି – ମଶାଣିରେ, ମନ୍ଦିରରେ, ମସଜିଦ୍‌ରେ, କଳ-କାରଖାନାରେ, କ୍ଷେତରେ, ଖାଦାନରେ, ଗାଁଗଣ୍ଡାରେ, ସହରରେ – ସବୁଠି ମଣିଷ ମନରେ ନିଆଁ…

ଜଡଜଗତରେ ଜଡିତ ହେବାକୁ ଏ ଜୀବଜଗତ…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆମେ ପ୍ରକୃତି ସହିତ ଖେଳ ଖେଳିଲେ । ଏବେ ପ୍ରକୃତିର ଭୟଙ୍କର ଖେଳ ଆରମ୍ଭ ହୋଇଯାଇଛି । ଆମେ ଆମର ବଡିମା ଦେଖାଇବା ପାଇଁ ମାଟି, ପାଣି, ପବନ, ଆକାଶକୁ ଅକ୍ତିଆରରେ ଆଣିବାପାଇଁ ନୂଆ ନୂଆ ଯନ୍ତ୍ରପାତି, ମାରଣାସ୍ତ୍ର ବ୍ୟବହାର କଲେ । ଧରଣୀବକ୍ଷକୁ…

ମହରଗରୁ କାନ୍ତାରରେ ଆମ ପ୍ରବାସୀ ଶ୍ରମିକ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତ ସରକାର କରୋନା ମହାମାରୀ ପାଇଁ ଲକ୍‌ଡାଉନ୍ ଚତୁର୍ଥ ପର୍ଯ୍ୟାୟରେ ସବୁ ଶ୍ରେଣୀର ଜନଗଣ ଗଭୀର ସମସ୍ୟାରେ ପଡିଛନ୍ତି । ଦେଶର ଶ୍ରମଜୀବିଙ୍କ ଜୀବନ ଜୀବିକା ଠପ୍ ହୋଇଯାଇଛି । ସେମାନଙ୍କ ଦୁର୍ଦ୍ଦଶା କହିଲେ ନସରେ । ସାରା ଦେଶରେ କାର୍ଯ୍ୟରତ…

ପ୍ରତ୍ୟାବର୍ତ୍ତନର ପ୍ରଚ୍ଛଦପଟରେ ପ୍ରବଞ୍ଚିତ ପ୍ରବାସୀ ପ୍ରବାହ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମୃତ୍ୟୁର ଭୟ ପାଖରେ ଆଉ ସବୁ ତୁଚ୍ଛ । କରୋନା ମହାମାରୀରେ ପାରିବାରିକ ଜୀବନ ସଂପୂର୍ଣ୍ଣ ବିଛିନ୍ନ ଓ ବିପନ୍ନ । ଏବେ ଜାତି, ଧର୍ମ, ବର୍ଣ୍ଣ ସବୁ ମିଛ । ଏମିତି ସମୟ ଆସିଛି - ପୁଅକୁ ମା’ ଘରେ ପୁରାଇ ଦେଉନି । ଭାଇକି ଭାଇ ମଧ୍ୟ ହତାଦାର…

ସଂଗରୋଧର ସଂସାରରେ ସଂସ୍ଥା ଓ ଶ୍ରମସଂସ୍କୃତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଅଦୃଶ୍ୟ କରୋନା ଭୂତାଣୁ ଆକ୍ରମଣରେ ସମଗ୍ର ବିଶ୍ୱ ଥରହର । ଏହି ଅଦୃଶ୍ୟ ଶତ୍ରୁକୁ ନିପାତ କରିବାପାଇଁ ସବୁଦେଶରେ ଗବେଷକମାନେ ଆପ୍ରାଣ ଉଦ୍ୟମ ଚଳାଇ ରଖିଛନ୍ତି । କିନ୍ତୁ ଏ ପର୍ଯ୍ୟନ୍ତ ଏହି ମହାମାରୀ ଭୂତାଣୁର ନିଦାନ ପାଇଁ କୌଣସି ମେଡିସିନ୍…

ଅହେତୁକ ଅହଂକାର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ସମ୍ପ୍ରତି ପୃଥିବୀରେ ପାଖାପାଖି ଆଠଶହ କୋଟି ମଣିଷର ଅହେତୁକ ଗର୍ବ ଅହଂକାର ସୀମା ଟପି ଯାଇଛି । ବିଶେଷ କରି ବିଭିନ୍ନ ଦେଶର ଶାସକ ଓ ପୁଞ୍ଜିପତି ମାନଙ୍କର ଅହଂକାର ଯୋଗୁଁ ମାନବ ସମାଜ ଧ୍ୱଂସମୁଖୀ । ମଣିଷ ମଣିଷକୁ ମାରିବା ପାଇଁ କେତେ…

ଅଥ ଅଥର୍ବ ଅର୍ଥନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ନିବନ୍ଧ ଲେଖିବା ପୂର୍ବରୁ ପଣ୍ଡିତ ବିଷ୍ଣୁ ଶର୍ମା ସଂସ୍କୃତରେ ଲେଖିଥିବା ଅଥ କୃଷ୍ଣସର୍ପ କଥା ମନେ ପକାଇଦେଉଛି । ଥରେ ଗୋଟିଏ ବେଙ୍ଗ ତା’ର ପରିବାର ଓ ସାଙ୍ଗ ସାଥୀ ମାନଙ୍କ ସହିତ କୂଅରେ ବାସ କରୁଥିଲା । ତା’ ପାଖ ସଂପର୍କୀୟମାନେ ତାକୁ…