କଳିକାଳ ପରେ ମହା କଳିକାଳ: କରୋନା କରାଳ…
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଏବେ ମହାକଳିକାଳ ସମାଗତ । ଯେଉଁ ଅନାଗତ ଅବତାର କଳ୍କୀ ବୃତାନ୍ତ ଆମେ ସବୁ ଏଯାବତ୍ ଶୁଣିଆସିଥିଲେ- ଏ ଅବତାର ଏବେ ପ୍ରତ୍ୟେକ ବିବେକି ମଣିଷ ମଧ୍ୟରେ କାୟା ପ୍ରବେଶ କରିସାରିଲାଣି । ଏ ଅପ୍ରକଟ କଳ୍କୀର ଆୟୁଧ ଆଉ ବାରହାତୀ ଖଣ୍ଡା ନୁହଁ, ବରଂ…