ଜୀବନ ସଂଗ୍ରାମର ସ୍ୱାଧୀନତା କ’ଣ ?
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…
ବିଦେଶର ବନ୍ଦୀବଖରାରେ ମିଆଦ ପୂରିଯିବା ପରେ ମୁକ୍ତଭାରତର ଜନଗଣ ଯେଉଁ ନୂଆ ସକାଳର ଚେହେରା ଦେଖିବେ ବୋଲି ରାତି ବାରଟାରେ ସ୍ୱପ୍ନ ଦେଖୁଥିଲେ, ସେ ସ୍ୱପ୍ନ କୁହୁଡି କେବଳ । ଗାନ୍ଧୀଙ୍କ ଦ୍ୱାରା ଜୀବନ୍ୟାସ ପାଇଥିବା କଂଗ୍ରେସ୍ ଦଳକୁ…