ହାଡ଼ର ହିଡ଼ରେ ରକ୍ତର ସିଆର କାଟି ବାଂଲାଦେଶର ଜନ୍ମ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ : ଶବ୍ଦ ତୂଣୀର…
୧୯୭୧ ମସିହା ଡିସେମ୍ବର ୨୧ ତାରିଖରେ ଓଡ଼ିଶାରୁ ଏହି ଲେଖକ ଜଣେ ସାମ୍ବାଦିକ ଭାବରେ ବଂଗଳାଦେଶକୁ ଯାଇଥିଲେ । ସେଦିନ ମୋ ଦୃଷ୍ଟିରେ ବିକଳ ଭଗ୍ନସ୍ତୁପ ଓ ଭଗ୍ନାବଶେଷ ମଧ୍ୟରୁ ମୁଣ୍ଡ ଟେକିଥିବା ଏସିଆର ସେହି ନୂତନ ରାଷ୍ଟ୍ର ଯେଉଁ ରୂପରେ…