Latest Odisha News

BREAKING NEWS

ଓଡିଶା : ଦାରୁ ଦେବତାଙ୍କ ଭୂଇଁ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଓଡିଶା ସେଇ ମାଟି, ଯେଉଁଠି ମଣିଷ ଦାରୁକୁ ଦେବତା ମାନେ । ଏହା ଏକ ଆଦିବାସୀ ବିଶ୍ୱାସବୋଧର ଅବଦାନ ଏ ମାଟିର ଐତିହ୍ୟକୁ । କାରଣ ଶବରରାଜା ବିଶ୍ୱାବସୁର ଦିଅଁ ନୀଳମାଧବକୁ ପୁରୀ ଆଣି ଜଗନ୍ନାଥ ନାଆଁ ଦେଇଛେ ଆମେ । ତାଙ୍କୁ କେନ୍ଦ୍ର କରି…

ପାଉଁଶରେ ପହଁରିବ ପୁଞ୍ଜିବାଦ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଅନ୍ଧମୁହାଣିରେ ବିଶ୍ୱ ପୁଂଜିବାଦୀ ଅର୍ଥନୀତି ଦ୍ରୁତ ଗତିରେ ମାଡିଚାଲିଛି । ବିଭିନ୍ନ ଦେଶରେ ପୁଂଜିବାଦୀ ବଜାର ସଂକଟ ଯୋଗୁ ଭୟଙ୍କର ଅବସ୍ଥା ଉପୁଜିଲାଣି । ଅନେକ ଦେଶ ଆର୍ଥିକ ଦେଣ-ନେଣରେ ସୁଧାର ଆସୁନଥିବାରୁ ଧୀରେ ଧୀରେ ଦେବାଳିଆ ଅବସ୍ଥାକୁ…

ଧିକ୍ ନେତାଗିରି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆମେ ଜଣେ ଶ୍ରମିକନେତା ଭାବେ ଜଣାଶୁଣା । ଏବେ ଏ ବିଶ୍ଲେଷଣଟି ଭାରି ଅଡୁଆ ଲାଗୁଛି । ଜଣେ ସାଧୁ ବ୍ୟଭିଚାରୀ ହେଲେ ଲୋକେ ପୁରା ସାଧୁସମାଜକୁ ସନ୍ଦେହ ଚକ୍ଷୁରେ ଦେଖନ୍ତି । ଆଗର ସେ ସର୍ବତ୍ୟାଗୀ ବିପ୍ଲବୀ ଶ୍ରମିକନେତାମାନେ ନାହାଁନ୍ତି ।…

ସାଂପ୍ରତିକ ସମୟରେ ଗାନ୍ଧୀଦର୍ଶନ ବିଚାରର ପ୍ରାସଂଗିକତା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ସାଂପ୍ରତିକ ସମୟ ଏକ ତ୍ରିବିଧ ଚରିତ୍ରାତ୍ମକ କାଳଖଣ୍ଡ । ନୈତିକ ଚରିତ୍ର, ରାଜନୈତିକ ଚରିତ୍ର ଓ ଅର୍ଥନୈତିକ ଚରିତ୍ର ଦୃଷ୍ଟିରୁ ସାଂପ୍ରତିକ ସମୟ ଏକପ୍ରକାର ଶୂନ୍ୟକାଳର ସଂଶୟ । ଏହି ସମୟରେ ଗାନ୍ଧୀଦର୍ଶନର ବିଚାରଣା ଅନେକଙ୍କ ପାଇଁ…

ଅସନ୍ତୋଷର ଅନ୍ତଃସ୍ୱର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ବିଶ୍ୱର ସୃଷ୍ଟି ଠୁଁ ଆଜି ଅବଧି ଅନେକ ବିଚିତ୍ର ଓ ବୈଚିତ୍ର‌୍ୟମୟ ଘଟଣାମାନ ଘଟିଚାଲିଛି । ବିଗତ ୩୦୦ ବର୍ଷ ମଧ୍ୟରେ ପ୍ରଥମ ଓ ଦ୍ୱିତୀୟ ବିଶ୍ୱଯୁଦ୍ଧ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଘଟଣା ପରେ ଏକବିଂଶ ଶତାଦ୍ଦୀର ଆରମ୍ଭରେ ଅତ୍ୟନ୍ତ…

ଇତିହାସର ଉଗ୍ର ଉପହାସ !

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମାଓବାଦ ସମସ୍ୟା ନୁହେଁ । ସଂକଟ ବି ନୁହେଁ । ଏହାର ସର୍ବକାଳୀନ ସମାଧାନ ବି ସମ୍ଭବ । ଯେକୌଣସି ସରକାର ମାଓବାଦ ସମସ୍ୟାକୁ ଆଇନ କାନୁନର ଗଣ୍ଡି ଭିତରେ ଆକଳନ କରି ‘ଯେସାକୁ ତେସା’ ନୀତି ଅବଲମ୍ବନ କଲେ ସଫଳ ହେବା ସମ୍ଭବ ନୁହେଁ । ମାଓବାଦ ଏକ…

ଭାରତୀୟ ନିର୍ବାଚନ – ଜଘନ୍ୟ କ୍ଷମତା ଯୁଦ୍ଧ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ନିର୍ବାଚନ-ଧର୍ମଯୁଦ୍ଧ ନୁହେଁ – ଜଘନ୍ୟ କ୍ଷମତା ଯୁଦ୍ଧ । ସଂକଟର ସନ୍ଧିକ୍ଷଣରେ ଆଜି ଭୂଆଁବୁଲୁଛି ସମଗ୍ର ଭାରତବର୍ଷ । ଗଣତନ୍ତ୍ର ଆଜି ରକ୍ତାକ୍ତ । ସାଂପ୍ରଦାୟିକ ଦଙ୍ଗା, ଦୁର୍ନିତୀ ପରେ ଦୁର୍ନୀତି, ଶୋଷଣ, କଷଣ, ଅନ୍ୟାୟ ଅତ୍ୟାଚାର ଧର୍ଷଣ…

ସ୍ୱଚ୍ଛଳ ଶାସନତନ୍ତ୍ର : ଅଚଳ ଅର୍ଥନୀତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏବେ ସବୁଆଡେ ଶସ୍ତା ସ୍ଲୋଗାନ୍ । ବସ୍ତାବସ୍ତା ଭାଷଣବାଜିର ରିହାତି-ରାଜନୀତି । ଏ ଦଳ କହୁଚି ସେ ଦଳ ଚୋର, ସେ ଦଳ କହୁଚି ଏ ଦଳ ତସ୍କର । ଲୋକେ କହୁଛନ୍ତି ସବୁ ଦଳ - ପଙ୍ଗପାଳ । ଶାସନତନ୍ତ୍ରର ଶସ୍ୟକ୍ଷେତ୍ରରେ ପ୍ରବେଶ କରିବା ପାଇଁ ସମସ୍ତେ…

ହେଲେନ୍‌ର ହାହାକାର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏବେ ବିଶ୍ୱବ୍ୟାପୀ ମହାସଂକଟ । କରୋନା ମହାମାରୀ, ମହାମାନ୍ଦାବସ୍ଥା, ମହାଦୁର୍ଭିକ୍ଷ ମାଡିଆସୁଛି । ଭୋକ ଏଭଳି ଏକ ଶଦ୍ଦ ଯେ, ସେ ଦୁନିଆରେ କାହାରି ଥଳକୂଳ ରଖିବନିା ଢୋକେ ପିଇ, ଦଣ୍ଡେଜିଇଁ ଅବସ୍ଥା ମଧ୍ୟ ଅସମ୍ଭାଳ ହୋଇଯିବ । ଶ୍ରମଜୀବୀ…

ଦୁର୍ନୀତି ନିବାରଣରେ ଲେଖକମାନଙ୍କର ଭୂମିକା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦୁର୍ନୀତି ସାହିତ୍ୟକୁ ବି ଗ୍ରାସିଛି । ସରକାରୀ ସ୍ୱୀକୃତି, ମାନପତ୍ର, ପୁରସ୍କାର ପାଲାରେ ନିଜେ ଲେଖକ ଗୋଷ୍ଠୀର ବହୁଳାଂଶ ଲବି କରିବାରେ ବ୍ୟସ୍ତ । ଏପରିକି ରାଜ୍ୟ ସରକାର କିଣୁଥିବା ଲେଖକମାନଙ୍କର ବହି ସିଲେକ୍‌ସନ୍‌ରେ ଲାଂଚ କାରବାର…