ନକଲି ନେତା : ନିରୀହ ଜନତା
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର…
ଭାରତବର୍ଷର ରାଜନୀତିରେ ଆଜି ସତ୍ୟ ନାହିଁ, ସୌନ୍ଦର୍ଯ୍ୟ ନାହିଁ, ସୌରଭ ନାହିଁ - ନାହିଁ ଆଦର୍ଶ, ନାହିଁ ମୂଲ୍ୟବୋଧ । ସ୍ୱାଧୀନତା ପରବର୍ତୀ ପର୍ଯ୍ୟାୟରେ ରାଜନୀତି ହୋଇପଡିଛି ବୈଶ୍ୟ ବୃତି । ଯାହା ଥିଲା ଦିନେ ବ୍ରତ, ତାହା ଏବେ ହୋଇପଡିଛି…