Latest Odisha News

BREAKING NEWS

ନକଲି ନେତା : ନିରୀହ ଜନତା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତବର୍ଷର ରାଜନୀତିରେ ଆଜି ସତ୍ୟ ନାହିଁ, ସୌନ୍ଦର୍ଯ୍ୟ ନାହିଁ, ସୌରଭ ନାହିଁ - ନାହିଁ ଆଦର୍ଶ, ନାହିଁ ମୂଲ୍ୟବୋଧ । ସ୍ୱାଧୀନତା ପରବର୍ତୀ ପର୍ଯ୍ୟାୟରେ ରାଜନୀତି ହୋଇପଡିଛି ବୈଶ୍ୟ ବୃତି । ଯାହା ଥିଲା ଦିନେ ବ୍ରତ, ତାହା ଏବେ ହୋଇପଡିଛି…

ଦେଖଇ ନେତ୍ର : ଉତ୍କଳକ୍ଷେତ୍ର ନା ଉତ୍କଟ କ୍ଷେତ୍ର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଓଡିଶା ଗୋଟିଏ ମନୁଷ୍ୟକୃତ ମହାମରୁଡିର ମୁଲକ । ଏ ମହାମରୁଡି କେବଳ ଖାଦ୍ୟାଭାବ କ୍ଷେତ୍ରରେ ଅନୁଭୂତ ହେଉନାହିଁ - ଅନ୍ୟାନ୍ୟ ଅନେକ ‘ଅଭାବ’ କ୍ଷେତ୍ରରେ ମଧ୍ୟ ଅନୁଭୂତ ହେଉଛି । ସେଥିରୁ ମୁଖ୍ୟ ଅଭାବଟି ହେଉଛି ସାରା ଓଡିଶାରେ ବ୍ୟାପିସାରିଥିବା…

ଗଣଆନ୍ଦୋଳନର ମାର୍ଗଦର୍ଶନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ବର୍ଷବର୍ଷ ଧରି ଅନେକ ଆନ୍ଦୋଳନ ସତ୍ୱେ କାହିଁକି ବିପ୍ଳବର ବ୍ୟର୍ଥତା, କାହିଁକି ଆନ୍ଦୋଳନଗୁଡିକର ମରୀଚିକା ଆଡକୁ ମହାଯାତ୍ରା, କାହିଁକି ଅନ୍ଧାରୀ ଶାସନକୁ ମୁକାବିଲା କରି ହେଉନି ? ଏଇସବୁ ପ୍ରଶ୍ନ ଏବେବି ମନରେ ଖେଳିବୁଲୁଛି । ଆନ୍ଦୋଳନ…

ଏ ଓଡିଶାକୁ ଉଜାଡି ଦେଲା କିଏ?

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଓଡିଶା ପ୍ରାକୃତିକ ପ୍ରାଚୁର୍ଯ୍ୟରେ ପରିପୂର୍ଣ୍ଣ । ଅଥଚ ଆମ ରାଜ୍ୟ ଦରିଦ୍ର, ଅନଗ୍ରସର, ପଛୁଆ – ଏଇ କଥା ଶୁଣି ଶୁଣି କାନ ତାବ୍‌ଦା ହୋଇଗଲାଣି । ସମସ୍ତେ କାନ୍ଦୁଛନ୍ତି, କିନ୍ତୁ କାହା ଆଖିରୁ ଲୁହ ବୁନ୍ଦେ ବହୁ ନାହିଁ । କୁମ୍ଭୀର କାନ୍ଦଣା…

ଦଳବଦ୍ଧ ରାଜନୀତି :ମଳ ସଫା ହେବା ଦରକାର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଦେଶର ରାଜନୀତି ସ୍ୱାଧୀନତା ପରେ ପାଲଟିଛି ଦଳର ରାଜନୀତି । ଦଳ – ଏଠି ଦଳ, ସେଠି ଦଳ, ସବୁଠି ଦଳ – କେତେ ଦଳ ! ଗୋଟିଏ ତ ଦେଶ, ଗୋଟିଏ ତ ଗଣତନ୍ତ୍ର - ଅଥଚ ଏତେ ଦଳ ! ତା’ହେଲେ ଏ ଦଳମାନଙ୍କର ଦେଶ କ’ଣ ଶହେ ଫୁଲ ଫୁଟୁଥିବା ଗୋଟିଏ ବଗିଚା…

ଆମ ସମାଜ-ବିକାଶରେ ଆଦିବାସୀ-ଅବଦାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଭାରତରେ ଓଡ଼ିଶା ହେଉଛି ସର୍ବାଧିକ ଆଦିବାସୀ-ଅଧ୍ୟୁଷିତ ପ୍ରଦେଶ । ୬୨ ସଂଖ୍ୟକ ଆଦିବାସୀ ବା ଆଦିମ ଜନଜାତି ଓଡ଼ିଶାରେ ବସବାସ କରୁଛନ୍ତି - ରାଜ୍ୟର ସମୁଦାୟ ଜନସଂଖ୍ୟାର ପ୍ରାୟ ୨୪ ଶତାଂଶ ହେବେ ଏମାନେ । ଦକ୍ଷିଣ-ପଶ୍ଚିମ ଓଡ଼ିଶା ବିଶେଷ କରି…

ରାଜନୀତି ନୁହେଁ ଖେଳଘର

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ନିର୍ବାଚନ ପରେ ନିର୍ବାଚନ । ରାଜୀନତିର ମଇଦାନ ଯେପରି ପାଲଟିଯାଇଛି ରଣାଙ୍ଗନ । ଏ ଭୂମି ଭୋଗିଛି କେତେକେତେ କର୍ମର କଷଣ, ଧର୍ମର ଧର୍ଷଣ, ମର୍ମବିଦାରକ ଆତ୍ମବିଭାଜନ - ଶୁଣିଛି ଭାଗ୍ୟ ବଦଳାଇଦେବାର ଭୂରିଭୂରି ଭାଙ୍ଗଖିଆ ଭାଷ୍ୟ ଓ ଭାଷଣ –…

ପଥରର ପରିଶେଷ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ପଥରର ଏ ମୂକ ଆତ୍ମାକୁ ଅନୁଭବ କରିଛ କେବେ ? ବିଶାଳ ନଦୀବନ୍ୟାରୁ ତୁମ ସମାଜକୁ ଆଉ ଭାବୀବଂଶଧରବର୍ଗକୁ ରକ୍ଷା କରିବାକୁ ଯାଇ କେଉଁ ଦୂରପର୍ବତର ପଥର ଆମେ ଆସି ପାଲଟିଛୁ ତୁମ ବିରାଟବଂଧର ବିପୁଳାୟତନ । ଆମକୁ ନେଇ ନିର୍ମିତ ନାନାଦି ନଦୀବନ୍ଧତୁମ…

ପଥରର ପ୍ରାଣବାଣୀ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ହେ ଆତ୍ମକୈନ୍ଦ୍ରିକ ବସ୍ତୁଲୋଭୀ ମଣିଷ, ନିଜ ସଭ୍ୟତାର ଇତିହାସକୁ ଅନା । ଯେତେବେଳେ ସଭ୍ୟତାର ସମୟ ଆସି ନ ଥିଲା, ସେତେବେଳେ ତମେସବୁ ରହୁଥିଲ ଘନ ଅନ୍ଧକାର ଯୁଗରେ - ସେ ଯୁଗ ଥିଲା ପ୍ରାଗୈତିହାସିକ ଯୁଗ । ଜଙ୍ଗଲରେ ଫଳମୂଳ ଖାଇ ବଂଚୁଥିଲ ।…

ଭାଗ-୩ :ପଥରର ପ୍ରେମକଥା

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଆଉ କିଛି କଥା ରହିଗଲା । ରହିଯାଉ । ମୁଁ ତ ଆଉ ଆତ୍ମଜୀବନୀ ଲେଖିବସୁନି ଯେ କଥା ଅଧା ରହିଗଲେ ଅବଶୋଷ ରହିଯିବ । ନା, ଆତ୍ମକାହାଣୀ ଅଧା ରହିଯାଉ ପଛେ ମୋ’ ପ୍ରେମକାହାଣୀଟି କିନ୍ତୁ ଏଇଠି ଚୁମ୍ବକରେ ସୂଚାଇ ନ ଦେଲେ ସୁଖ ଲାଗିବନି । ଦୁଃଖ ତ…