Latest Odisha News

BREAKING NEWS

ଭାଗ-୨: ପଥରର ପରଜନ୍ମ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏ ପୃଥିବୀରେ କିସମ କିସମର ପ୍ରଜାତି ଆମର । ନାନା ଜାତିର ପଥରକୁ ନେଇ କାହିଁ କେଉଁ କାଳୁ ଗଢ଼ିଉଠିଛି ଗୋଟାଏ ବିରାଟ ଶିଳାସମାଜ । କିଏ କହେ ଆମର ପ୍ରାଣ ନାହିଁ - ଆମେ ହେଉଛୁ ନିଷ୍ପ୍ରାଣ ପାଷାଣ ? ଯିଏ କହେ, ସିଏ ମହାମୂର୍ଖ । ଏକବାରେ ଅଜ୍ଞ ।…

ପଥରର ପୂର୍ବଜନ୍ମ

ପଥର ବି କଥା କହେ - ଅନେକ ଯୁଗର କଥା । ସେ କଥାରେ କାଳାନ୍ତରର କ୍ଳେଶ...ମନ୍ୱନ୍ତରରମନାସ... ପୁରାଣର ପ୍ରାସ...କିମ୍ବଦନ୍ତୀର ଖଣ୍ଡିତକ୍ଷୟକାଶ...ଇତିହାସର ଆଭାସ !ପଥର ଆଖିରେ ପ୍ରାଗୈତିହାସିକ ପର୍ଯାୟର ପରଳ... ପଥର ପତାରେଜମାଟବାଂଧେ ଅଜସ୍ର ଅବ୍ଦର ଅଶ୍ରୁଜଳ । ତା’ଛାତିରକ୍ଷତଚିହ୍ନ -…

ମୁକୁଟଠୁ ମୁଣ୍ଡ ମୂଲ୍ୟବାନ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏହି ଭାରତର ସନ୍ଥସଂସ୍କୃତି ମଧ୍ୟ ଏକ ସମୁନ୍ନତ ନିର୍ଭୀକ ମାନବସମାଜର ନବଜାଗରଣ ପାଇଁ ମନ୍ତ୍ରପାଠ କରିଆସିଛି କାଳେକାଳେ । ଗୁରୁ ଗୋବିନ୍ଦ ସିଂ ଆହ୍ୱାନ ଦେଇଥିଲେ - ‘ଯୁବକମାନେ ଦେଶ ପାଇଁ, ଜାତି ପାଇଁ ମରିବାକୁ ପ୍ରସ୍ତୁତ ହୁଅ ।’ ଏହି…

ଶ୍ରମିକ ଶ୍ରେଣୀର ସନ୍ଧିକ୍ଷଣ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏକ ପରିବର୍ତିତ ପରିସ୍ଥିତିରେ ଆଜି ବଦଳିଯାଇଛି ସଂଗ୍ରାମର ସଂସ୍କୃତି, ଚଲାପଥର ଚିତ୍ରପଟ । ଆଜି ଆମ ସାମ୍ନାରେ ହସ ହସ ମୁହଁରେ ଛଦ୍ମବେଶୀ ଶତ୍ରୁ... ବନ୍ଧୁତ୍ୱର ବେଶଭୂଷାରେ ବିପଜ୍ଜନକ ବୈରୀ । ଅତୀତର ଯେଉଁ ପୁଞ୍ଜିବାଦକୁ ଆମେ ଭେଟୁଥିଲୁ…

ଚକ୍ରବ୍ୟୂହର ଚରିତ୍ରଲିପି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମହାଭାରତର ଚକ୍ରବ୍ୟୂହକୁ ବର୍ଣ୍ଣନା କରାଯାଇପାରେ, ମାତ୍ର ଆମ ସମୟର ଚକ୍ରବ୍ୟୂହ ଅବର୍ଣ୍ଣନୀୟ । କେବଳ ଅବର୍ଣ୍ଣନୀୟ ନୁହେଁ - ଅଦୃଶ୍ୟମାନ । ଏହି ଅଦୃଶ୍ୟମାନ ଚକ୍ରବ୍ୟୂହରେ ପ୍ରତିନିୟତ ଅଗଣିତ ଅଭିମନ୍ୟୁଙ୍କୁ ନିଧନ କରାଯାଉଛି । ସାରା…

କରାଳ କ୍ଲେଶର କଂଟକରେ କ୍ରୁଶବିଦ୍ଧ କୃଷକ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କୃଷି ହିଁ କୃଷ୍ଟି । ଇତିହାସ ଇସାରା କରିଥାଏ ଯେ କାସ୍ପିୟାନ ହ୍ରଦକୂଳରୁ ହିମାଦ୍ରି-ବିନ୍ଧ୍ୟାଦ୍ରି-ସହ୍ୟାଦ୍ରି-ଶେଷାଦ୍ରିର ପୁଣ୍ୟଭୂମି ଭାରତକୁ ଆସିଥିଲେ ଆର୍ଯ୍ୟମାନେ । ଏଇଠି ହିଁ ସେମାନେ ଆଦିମ…

ଅସଲ ଲେଖକ ହିଁ ସମୟର ସେନାପତି

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଋଷିଆର ମହାନ୍ କଥାକାର ଗର୍କୀଙ୍କ ବିଶ୍ୱବିଖ୍ୟାତ ଉପନ୍ୟାସ ‘ମଦର୍‌’ । ଏ ଉପନ୍ୟାସର ମହାନାୟିକା ବାଟ ଚାଲିବାରେ ବିଶ୍ୱାସ କରୁଥିବା ସେଇ ମା, ଯିଏ ମୁଣ୍ଡେଇଥିବା ପସରା ଭିତରେ ସେଦିନ ଥିଲା ବିପ୍ଳବକୁ ଦୀର୍ଘଜୀବୀ କରିବା ପାଇଁ ପ୍ରେରଣା ଦାୟକ…

ଚକ୍ରବ୍ୟୂହରେ ବିଦୀର୍ଣ୍ଣ ବିଶ୍ୱ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… କାହିଁ କେଉଁ କାଳୁ ଦ୍ୱାପର ଯୁଗରେ ଶ୍ରୀକୃଷ୍ଣଙ୍କ ପିତା ବାସୁଦେବ ଦେବକୀଙ୍କୁ ବାହାହୋଇଥିଲେ । ପାଣ୍ଡବଙ୍କ ମାମୁଶଲ୍ୟ ଦେବକୀଙ୍କୁ ଚାହୁଥିଲେ, କିନ୍ତୁ ପାଇଲେ ନାହିଁ । ସେହି ହିଂସାର ଅନଳରେ ଜଳିପୋଡି ଶଲ୍ୟ ବିଚଳିତ ଥିଲେ ଶଲ୍ୟ ମହାଯୋଦ୍ଧା…

ଦି’ପଦ ଦୁଃଖର ଦାବିନାମା..

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ବିଶ୍ରାମରେ ସୁଖ କି ଆଶ୍ରମରେ ଶାନ୍ତି ଅଛିକି ନାହିଁ, କେବେ ଖୋଜିନି – ଜାଣିନି । ଆଶ୍ରମ ଆଉ ବିଶ୍ରାମ – ଏ ଦୁଇଟି ଭିତରୁ ସୁଖ ଶାନ୍ତିର ଠିକଣା ନ ଖୋଜି ମୁଁ ବରଂ ଦୁଃଖ ସହିତ ଦୁଇପଦ କଥା ହେବି କେଉଁଠି । ସେ ଦୁଃଖ – କେତେମଣିଷର, କେତେ…

ଏସିଆର ଉଇହୁଙ୍କାରେ ଓଁକାର…

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ଏସିଆ... ଇତିହାସର ଅନ୍ଧାର ରାତିରୁ ଆଧୁନିକ ସମୟର ସଫେଦ୍ ସକାଳ ପର୍ଯ୍ୟନ୍ତ ବହୁ ବୈଦେଶିକ ଆକ୍ରମଣକାରୀଙ୍କ ଲୁଣ୍ଠନର କରୁଣ ଶିକାର ହୋଇଆସିଛି । ଖ୍ରୀଷ୍ଟପୂର୍ବ ୩୦୦ଅଦ୍ଦର ଗ୍ରୀକ୍ ଆଲେକ୍‌ଜାଣ୍ଡାରଙ୍କ ଠାରୁ ଆରମ୍ଭ କରି ଅଷ୍ଟାଦଶ ଶତାଦ୍ଦୀର…