ତୁର୍କୀକୁ ସମବେଦନା ଜଣାଇବା ବେଳେ ଭୁଜ ସ୍ମୃତି ମନେ ପକାଇ ଭାବୁକ ହେଲେ ମୋଦି
ନୂଆଦିଲ୍ଲୀ: ତୁର୍କୀ ଏବଂ ସିରିଆରେ ହୋଇଥିବା ଭୟଙ୍କର ଭୂକମ୍ପରେ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି । ହଜାର ହଜାର ଲୋକ ଧ୍ୱଂସ ସ୍ତୁପ ତଳେ ଚାପି ହୋଇ ରହିଛନ୍ତି । ତୁର୍କୀର ଏ ଛାତିଥରା ଦୃଶ୍ୟ ସାରା ବିଶ୍ୱକୁ ସ୍ତବ୍ଧ କରି ଦେଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ତୁର୍କୀର…