Latest Odisha News

BREAKING NEWS

ଲକଡାଉନ୍ ଡାଏରୀ : ଗାଳ୍ପିକ ଅମରେଶ ବିଶ୍ୱାଳଙ୍କ ପାଇଁ ଲକ୍ ଡାଉନ ଏକ ନିଛାଟିଆ ଓ ନୀରବ ପ୍ରେମର ନାଁ

ଭୁବନେଶ୍ୱର : ଲକ୍ ଡାଉନ । ପ୍ରାୟ ସବୁ କିଛି ବନ୍ଦ ହୋଇଥିବାବେଳେ ଲକ୍‌ଡାଉନ୍‌ର ଅନୁଭୁତି ସମସ୍ତଙ୍କ ପାଇଁ ନିଆରା । ଏସମ୍ପର୍କରେ ଆମର ସ୍ୱତନ୍ତ୍ର ସେଗ୍‌ମେଣ୍ଟ୍ ଲକ୍‌ଡାଉନ୍ ଡାଏରୀରେ ଆଜି ଜାଣିବା ଗାଳ୍ପିକ, କବି ଓ ସାହିତ୍ୟିକ ଅମରେଶ ବିଶ୍ୱାଳଙ୍କ ଲକ୍‌ଡାଉନ୍ ସମୟର ଅନୁଭୁତି ଓ…

କରୋନାକୁ ସାଙ୍ଗରେ ନେଇ ଚାଲିବାକୁ ପଡିବ : ମୋଦି

ନୂଆଦିଲ୍ଲୀ : ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ କରୋନା ସଂକ୍ରମଣର ଭୟାବହତା ଏବଂ ସରକାରଙ୍କ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ନେଇ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଶେଷଜ୍ଞ ଓ ବୈଜ୍ଞାନିକମାନେ ଏହି ମାରାତ୍ମକ କରୋନା ଭୂତାଣୁ ଦୀର୍ଘ ସମୟ ପାଇଁ ଆମ ସାଙ୍ଗରେ ରହିବ…

ମୋଦିଙ୍କ ମନ୍ତ୍ର ‘ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ’, ଲୋକାଲ ବ୍ରାଣ୍ଡ୍‌କୁ ଗ୍ଲୋବାଲ କରିବା ପାଇଁ ଦେଲେ ଆହ୍ୱାନ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଓ ଲକ୍ ଡାଉନ ନେଇ ଦେଶବାସୀଙ୍କୁ ସମ୍ବୋଧନ କରିବା ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଆଜି ସ୍ଥାନୀୟ ହିଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି । କରୋନା ବିପର୍ଯ୍ୟୟ ସମୟ ଆମକୁ ଏହି ଶିକ୍ଷା ଦେଇଛି ବୋଲି ସେ କହିଛନ୍ତି । ସ୍ଥାନୀୟ ଦୋକାନଠୁ ଆରମ୍ଭ କରି ସ୍ଥାନୀୟ…

ଲକ୍‌ଡାଉନ -୪ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ : ଚତୁର୍ଥ ପର୍ଯ୍ୟାୟ ଲକ୍ ଡାଉନ ନୂଆ ରୂପରେ ଏବଂ ନୂଆ ଧାରାରେ ଆସିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରି ଏହି ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଲକ୍‌ଡାଉନ -୪ ସମ୍ପର୍କରେ ସବିଶେଷ ତଥ୍ୟ ଓ…

ଆତ୍ମନିର୍ଭର ଭାରତ ପାଇଁ ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପ୍ୟାକେଜ ଘୋଷଣା । ଆତ୍ମନିର୍ଭର ଭାରତ ପାଇଁ ୨୦ ଲକ୍ଷ କୋଟି ଟଙ୍କାର ଅର୍ଥନୈତିକ ପ୍ୟାକେଜ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଚାଷୀ, ଶ୍ରମିକ, କୁଟୀର ଶିଳ୍ପ, ଏମଏସଏମଇ, ମଧ୍ୟମ ବର୍ଗଙ୍କ ପାଇଁ ଏଥିରେ ସ୍ୱତନ୍ତ୍ର ପ୍ୟାକେଜ…

ଓଲିଉଡର ସ୍ନେହୀ ମା…ଦରଦି ଭରା କଥାରେ ଦର୍ଶକଙ୍କ ମନ ମୋହନ୍ତି

ଓଲିଉଡରେ ମାଆମାନଙ୍କ ସ୍ଥାନ ସ୍ୱତନ୍ତ୍ର । ପାରିବାରିକ ଚଳଚ୍ଚିତ୍ରରେ ମାଆଟିଏ ପରିବାରର କେନ୍ଦ୍ର ବିନ୍ଦୁ ହୋଇଥାଏ । ଏକ ମଧ୍ୟବିତ୍ତ ଗରିବ ପରିବାରର ଚିତ୍ରରେ ସେ ପରିବାର ପାଇଁ ସମର୍ପି ଦେଇଥାଏ ନିଜକୁ । ନିଜ ପେଟରୁ କାଟି ପିଲାମାନଙ୍କୁ ଖୁଆଏ, ରକ୍ତକୁ ପାଣି କରି ପିଲାମାନଙ୍କୁ ମଣିଷ କରିଥାଏ…

ମା…ଏକ ଶଦ୍ଦ ନୁହେଁ, ଏକ ଆବେଗ, ଏକ ଆତ୍ମୀୟତା ଓ ଏକ ସ୍ୱର୍ଗୀୟ ଅନୁଭବ

ମାତୃତ୍ୱ ଦିବସ ପାଳନ ପାଶ୍ଟାତ୍ୟ ସମସ୍କୃତିର ଏକ ଅଂଶ ହୋଇପାରେ ସତ ହେଲେ ଏ ଦିବସ ମାର ସମ୍ମାନ କ୍ଷେତ୍ରରେ ଏକ ବାର୍ତ୍ତା ବହ । ୧୯୧୨ରେ ମାତୃତ୍ୱ ଦିବସ ପ୍ରଥମେ ୟୁନାଇଟେଡ ଷ୍ଟେଟସରେ ପାଳନ ହୋଇଥିଲା । ପରବର୍ତ୍ତୀ ସମୟରେ ଏହାର ବିଶ୍ୱବ୍ୟାପୀ ଆଦୃତି ବଢିଥିବା ବେଳେ ଏବେ ୪୦ ଟି ଦେଶ ମାତୃତ୍ୱ…

ଅଜିତ ଯୋଗୀଙ୍କୁ ହୃଦଘାତ, ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ

ଭୁବନେଶ୍ୱର : ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କୁ ହୃଦଘାତ । ଗୁରୁତର ଅବସ୍ଥାରେ ତାଙ୍କୁ ରାୟପୁରର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଭେଂଟିଲେଟରରେ ରଖାଯାଇଥିବା ଡାକ୍ତର କହିଛନ୍ତି । ୭୪ ବର୍ଷୀୟ ଏହି ରାଜନେତା ଆଜି ଘର…

ପ୍ରବାସୀ ଓଡିଆଙ୍କ ରାଜ୍ୟକୁ ଫେରିବା ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ଭୁବନେଶ୍ୱର : ବାହାର ରାଜ୍ୟରେ ଫସିି ରହିଥିବା ପ୍ରବାସୀ ଓଡିଆ ପାଇଁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି । ବିନା କୋଭିଡ୧୯ ପରୀକ୍ଷାରେ ଓଡିଶା ନ ଆଣିବା ପାଇଁ ଗତକାଲି ଓଡିଶା ହାଇକୋର୍ଟ ଦେଇଥିବା ରାୟ ଉପରେ ରହିତାଦେଶ ଜାରି କରିଛି ସୁପ୍ରିମକୋର୍ଟଙ୍କ ତିନି ଜଣିଆ ଖଣ୍ଡପୀଠ । ହାଇକୋର୍ଟଙ୍କ ରାୟ…

ବଢିଲା ସଙ୍ଗରୋଧର ଅବଧି, ଏଣିକି ୧୪ ନୁହେଁ ୨୮ ଦିନ

ଭୁବନେଶ୍ୱର : ରାଜ୍ୟ ସରକାର ସଙ୍ଗରୋଧର ଅବଧିକୁ ବୃଦ୍ଧି କରିଛନ୍ତି । ଏଣିକି ୧୪ ନୁହେଁ ୨୮ ଦିନ ଯାଏଁ ସଙ୍ଗରୋଧରେ ରହିବା ପାଇଁ ପଡିବ । ସରକାରୀ ସଙ୍ଗରୋଧ କେନ୍ଦ୍ରରେ ୨୧ ଦିନ ଓ ପରେ ଘରେ ୭ ଦିନ ସଙ୍ଗରୋଧରେ ରହିବାକୁ ପଡିବ । ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ କୋଭିଡ୧୯…