ରାୟଗଡାରେ ଡେଙ୍ଗୁ ଜ୍ୱର ଆତଙ୍କ, ଚିକିତ୍ସା ପାଇଁ ଆନ୍ଧ୍ର ଧାଉଁଛନ୍ତି ଲୋକେ
ରାୟଗଡା: କରୋନା ମହାମାରୀ ପରେ ଡେଙ୍ଗୁ ଜ୍ୱରକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟ ସରକାର । ଏହି ଧାରାରେ ଏବେ ରାୟଗଡା ଜିଲ୍ଲାର ବିଭିନ୍ନ ଅଂଚଳରେ ଡେଙ୍ଗୁ ଆକ୍ରାନ୍ତଙ୍କ ଚିହ୍ନଟ ହେବାରେ ଲାଗିଛି ।
ଜିଲ୍ଲାର ଲେଲବାଡି ଗାଁରେ ଗତ ତିନିଦିନ ମଧ୍ୟରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରଦୀପ…