Latest Odisha News

BREAKING NEWS

ରାୟଗଡାରେ ଡେଙ୍ଗୁ ଜ୍ୱର ଆତଙ୍କ, ଚିକିତ୍ସା ପାଇଁ ଆନ୍ଧ୍ର ଧାଉଁଛନ୍ତି ଲୋକେ

ରାୟଗଡା: କରୋନା ମହାମାରୀ ପରେ ଡେଙ୍ଗୁ ଜ୍ୱରକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟ ସରକାର । ଏହି ଧାରାରେ ଏବେ ରାୟଗଡା ଜିଲ୍ଲାର ବିଭିନ୍ନ ଅଂଚଳରେ ଡେଙ୍ଗୁ ଆକ୍ରାନ୍ତଙ୍କ ଚିହ୍ନଟ ହେବାରେ ଲାଗିଛି । ଜିଲ୍ଲାର ଲେଲବାଡି ଗାଁରେ ଗତ ତିନିଦିନ ମଧ୍ୟରେ ଡେଙ୍ଗୁରେ ଆକ୍ରାନ୍ତ ହୋଇ ପ୍ରଦୀପ…

ଲାଗିଲା ମାଓବାଦୀଙ୍କ ବ୍ୟାନର, ରାୟଗଡାରେ ସକ୍ରିୟ ହେଲା କି ଲାଲବାହିନୀ ?

ରାୟଗଡା: ପୁଣି ଉଡିଲା ଲାଲବାହିନୀର ଲାଲ ପତାକା । ରାୟଗଡା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ ଶରଧାପୁର ଓ ଥୁଆପାଡି ରାସ୍ତାରେ ଲାଗିଲା ମାଓବାଦୀଙ୍କ ବ୍ୟାନର । ଏହି ବ୍ୟାନରରେ ସରକାର ବିରୋଧୀ ବିଭିନ୍ନ ସ୍ଲୋଗାନ ଓ ଦାବି ରହିଛି । ରାସ୍ତାରେ ଲାଗିଥିବା ବ୍ୟାନରରେ ବିଷମକଟକ ଡଙ୍ଗରରେ ଥିବା…

ପ୍ରମାଣପତ୍ର ପାଇଁ ବାର ଦୁଆର ହେଉଛନ୍ତି ଡଙ୍ଗରିଆ ଦିବ୍ୟାଙ୍ଗ ମହିଳା

ରାୟଗଡା: ଆଦିମ ଜନଜାତିଙ୍କୁ ନେଇ ସରକାର ପ୍ରଣୟନ କରିଛନ୍ତି ମାଳମାଳ ଯୋଜନା । ହେଲେ ଏହି ଯୋଜନା ବୋଧ ହୁଏ କେବଳ କାଗଜ କଲମରେ ସଫଳ ହୋଇଛି । ରାୟଗଡା ଜିଲ୍ଲା ନିୟମଗିରିର ଜଣେ ନୀରିହ ଡଙ୍ଗରିଆ ଦିବ୍ୟାଙ୍ଗ ମହିଳା ସାମାନ୍ୟ ଏକ ପ୍ରମାଣ ପାଇଁ କାହିଁ କେବେଠୁ ସରକାରୀ ଦପ୍ତରର ଚକ୍କର କାଟୁଛନ୍ତି…

ତେଲେଙ୍ଗାନାରେ ଉଦ୍ଧାର ଦାଦନ ଶ୍ରମିକ, କେତେ ସଜାଗ ଶ୍ରମ ବିଭାଗ ?

ରାୟଗଡା: ବେଶ କିଛିଦିନ ପୂର୍ବରୁ ସାମନାକୁ ଆସିଥିଲା ଗୁଣ୍ଟୁର ଜିଲ୍ଲା ଚିଙ୍ଗୁଡି ଫ୍ୟାକ୍ଟ୍ରୀରେ ଘଟିଥିବା ଅଭାବନୀୟ ଘଟଣା । ପ୍ରାଣ ହରାଇଥିଲେ ରାୟଗଡା ଓ ଗଜପତି ଜିଲ୍ଲାର ଦାଦନ ଶ୍ରମିକ । ଏହି ଘଟଣା ପରେ ଲୋକେ ଭାବିଥିଲେ ବୋଧ ହୁଏ ଶ୍ରମ ବିଭାଗର ଚେତା ପଶିଛି । ହେଲେ ଅନ୍ୟ ଏକ ଘଟଣାକୁ ନେଇ…

ଦାଦନ ଖଟୁଛନ୍ତି ବିଦ୍ୟାର୍ଥୀ, ଦାୟି କିଏ ?

ରାୟଗଡା: ବେଶି ପୁରୁଣା ନୁହେଁ, ମାତ୍ର କିଛି ପୂର୍ବରୁ ସାମ୍ନାକୁ ଆସିଥିଲା ଆନ୍ଧ୍ରର ଗୁଣ୍ଟୁର ଚିଙ୍ଗୁଡି ପ୍ରକ୍ରିୟାକରଣ ସଂସ୍ଥାରେ ଅଘଟଣ । ତଥାପି ନିଘୋଡ ନିଦରେ ଶୋଇଛି ଶ୍ରମ ବିଭାଗ । ଆର୍ଥିକ ଅନାଟନ ହେଉ ଅବା ପାଠପଢା ଖର୍ଚ୍ଚ ବହନ କରିବା ପାଇଁ ବୟସ୍କ ଓ ବିଦ୍ୟାର୍ଥୀମାନେ ବାହାର ରାଜ୍ୟକୁ…

ମୋରମ ନେଇଗଲା ଜୀବନ, ଜଣେ ନାବାଳିକା ମୃତ ୨ ଗୁରୁତର

ରାୟଗଡା: ବିଷମକଟକ ଥାନା ଅନ୍ତର୍ଗତ ସାନ କାଚାପାଇ ଗାଁରୁ ଆସିଲା ଦୁଃଖଦ ଖବର । ମୋରମ ଖୋଳା ଚାଲିଥିଲାବେଳେ ମାଟି ଧସି ଜଣେ ନାବାଳିକାର ମୃତ୍ୟୁ ଘଟିଛି । ଅନ୍ୟପଟେ ଆଉ ଦୁଇଜଣ ଗୁରୁତର ଭାବେ ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନରେ ସାନ କାଚାପାଇ…

ରାୟଗଡା ପ୍ରଶାସନକୁ ମନେ ପଡିଲା ହୁଲୁକି ଗାଁ ଲୋକଙ୍କ କଥା

ରାୟଗଡା: ଚନ୍ଦ୍ରକୁ ଆରମ୍ଭ ହୋଇଛି ଯାତ୍ରୀବାହୀ ପରିବହନ(ରକେଟ୍‌) ବ୍ୟବସ୍ଥା । ମଙ୍ଗଳ ଗ୍ରହରେ ଜଳର ସନ୍ଧାନ କରୁଛି ମାନବ ଜାତି । ତଥାପି ରାୟଗଡା ଜିଲ୍ଲାର ଦୁର୍ଗମ ଇଲାକାରେ ରହୁଥିବା ହୁଲୁକି ଗାଁର ଲୋକେ ଆଜି ବି ମୌଳିକ ଅଧିକାର ପାଇଁ ଲଢେଇ କରୁଛନ୍ତି । ନିର୍ବାଚନ ସମୟରେ ଏମାନଙ୍କୁ…

ଆଦିବାସୀ ଘରୁ ସମ୍ଭ୍ରାନ୍ତ ଡ୍ରଇଁ ରୁମ୍; ଦେଶବିଦେଶରେ ଚମକୁଛି ଲାଉ ତୁମ୍ବାର କଳାକୃତି

ଆଦିବାସୀଙ୍କୁ ମିଳିଛି ବିକଳ୍ପ ରୋଜଗାରର ସୁଯୋଗ ଅବିଭକ୍ତ କୋରାପୁଟରୁ ମେଟ୍ରୋସହରରେ ଲାଉତୁମ୍ବା ରାୟଗଡ଼ା( ମୋନାଲିସା ରଥ): ଆଦିବାସୀ ଘରେ ଲାଉତୁମ୍ବା ଖାଲି ଜିନିଷ ରଖିବାର ସାମଗ୍ରୀ ଭାବେ ବ୍ୟବହୃତ ହେଉଥିଲା; ନହେଲେ ଆଦିବାସୀ ମହିଳା ପୁରୁଷ ଖାଦ୍ୟପାନୀୟ ନେଇ କାମକୁ…