Latest Odisha News

ମନ୍ତ୍ର ଧ୍ବନୀରେ କମ୍ପୁଛି ଖଣ୍ଡଗିରି

ଭୁବନେଶ୍ବର: ମନ୍ତ୍ରଧ୍ବନୀରେ କମ୍ପୁଛି ଖଣ୍ଡଗିରି ପାହାଡ଼ର ଗୁମ୍ଫା । ଚାଲିଛି  ବିଶ୍ବ ପ୍ରସିଦ୍ଧ ଖଣ୍ଡଗିରି ମାଘ ମେଳା । ବିଶ୍ବ କଲ୍ୟାଣ ପାଇଁ ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁ ସନ୍ଥମାନେ ଦେଉଛନ୍ତି ଆହୂତି । ୯ ଦିନ ଧରି ଚାଲିବ ଏହି ସାଧୁ ସନ୍ଥଙ୍କ ମେଳି । ଖଣ୍ଡଗିରି ପାହାଡ଼…

କାଶ୍ମୀରକୁ ଭୁଲିଯାଅ ଭାରତ ସହ ବନ୍ଧୁତା କର : ସାଉଦି ଆରବ

ନୂଆଦିଲ୍ଲୀ : ବର୍ତ୍ତମାନ ସମୟରେ  ପାକିସ୍ତାନରେ ଭୟଙ୍କର ଆର୍ଥିକ ସଙ୍କଟ ଦେଖାଦେଇଛି । ଦେଶରେ ସମସ୍ତ ଦୈନିକ ବ୍ୟବହାର ସାମଗ୍ରୀର ଦର ଆକାଶଛୁଆଁ ହୋଇଯାଇଛି । ସବୁଠୁ ବଡ଼ କଥା ହେଉଛି ଏଭଳି ସ୍ଥିତିରେ ମୁସଲିମ୍ ଦେଶମାନେ ପାକିସ୍ତାନର ହାତ ମଧ୍ୟ ଛାଡ଼ିବାରେ ଲାଗିଛନ୍ତି । ଯେଉଁମାନେ ପୂର୍ବରୁ…

ଚୀନ୍‌ ପାଇଁ ୧୩୫ କିଲୋମିଟର ରାସ୍ତା ପ୍ରସ୍ତୁତ କଲା ଭାରତ

ନୂଆଦିଲ୍ଲୀ : ଭାରତୀୟ ସୀମା ପ୍ରତି ଚୀନ୍‌ର ମନୋଭାବ କେବେ ବିଶ୍ୱାସଯୋଗ୍ୟ ନୁହେଁ। ସମୟ ସମୟରେ ଚୀନ୍ ଏପରି କାର୍ଯ୍ୟ କରିଥାଏ, ଯାହା ନିଜକୁ ଭୁଲ ବୋଲି ପ୍ରମାଣ କରିଥାଏ  । ହେଲେ ଗତ କିଛି ବର୍ଷ ମଧ୍ୟରେ ଭାରତର ଆକ୍ରମଣାତ୍ମକ ଆଭିମୁଖ୍ୟ ଚୀନ୍‌କୁ ଅନେକ ଥର ପଛକୁ ଫେରାଇ ଆଣିବା ପାଇଁ କାର୍ଯ୍ୟ…

ଖେଳ ପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

ଢେଙ୍କାନାଳ : ଖେଳପଡ଼ିଆ ନିର୍ମାଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଉଭୟ ଗୋଷ୍ଠୀ ମଧ୍ୟରୁ ୨ ଗୁରୁତର ୩ ଆହତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ରେଣ୍ଠାପାଟ ପଞ୍ଚାୟତ ଅନ୍ତର୍ଗତ ପାଣିଗେଙ୍ଗୁଟିଆ ଗାଁରେ  । ସେହି ଗାଁରେ ଖେଳପଡ଼ିଆ ନିର୍ମାଣକୁ…

ପ୍ରେମ ପାଇଁ ସ୍ବିଡେନରୁ ଭାରତ ଆସିଲେ ପ୍ରେମିକା

ନୂଆଦିଲ୍ଲୀ : ପ୍ରେମ , ଅଢେଇ ଅକ୍ଷରର ଏହି ଶବ୍ଦରେ ଭରି ରହିଛି ଅନେକ ଗୁଡ଼ିଏ ମହତ୍ତ୍ବ । ପ୍ରେମ କେତେବେଳେ ଆଉ କାହା ସାଥିରେ ହୋଇଥାଏ ଜାଣା ପଡିନଥାଏ  । ସେଥିପାଇଁ ତ ପ୍ରେମକୁ ଅନ୍ଧବୋଲି କୁହାଯାଏ । ପ୍ରେମ ଦେଖେ ନାହିଁ ଜାତି କି ନୀତି  । ଆଉ ପ୍ରେମ ମାନେ ନାହିଁ ବୟସର ତାରତମ୍ୟ ।…

ପାକିସ୍ତାନକୁ ନୋଟିସ୍‌ ଦେଲା ଭାରତ

ନୂଆଦିଲ୍ଲୀ : ବହୁତ ଖରାପ ସମୟ ଦେଇ ଗତି କରୁଛି ଏବେ ପାକିସ୍ତାନ । ୧୯୬୦ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନକୁ ନେଇ ଏବେ ପାକିସ୍ଥାନକୁ ନୋଟିସ ଜାରି କରିଛି ଭାରତ । ପାକିସ୍ତାନର ବହୁ କାର୍ଯ୍ୟ ସିନ୍ଧୁ ଜଳ ଚୁକ୍ତି ଉଲ୍ଲଂଘନ କରୁଥିବାରୁ ଏହି ନୋଟିସ ଜାରି କରାଯାଇଥିବା ଜଣାପଡ଼ିଛି । ୧୯୬୦ରେ…

ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ସରସ୍ବତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା । ଯାଜପୁର ଦାନଗଦି ବ୍ଲକ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଥିବା ଘଟଣାରେ ଏବେ ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା। ସରସ୍ୱତୀ ପୂଜା ଦିନ ସ୍କୁଲ ପରିସରରେ ହୋଇଥିବା ଭୋଜି…

ଖୋଲିବ କେଦାରନାଥ ଧାମ, ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ : ସାରା ଦେଶରେ ଶୀତର ଲହରୀ ଜାରି ରହିଛି । ପ୍ରବଳ ଥଣ୍ଡା ଓ ତୁଷାରପାତ ଯୋଗୁଁ କେଦାରନାଥ ଧାମ ବନ୍ଦ ରହିଛି। ହିନ୍ଦୁ ମାନଙ୍କ ରୀତିନୀତି ଅନୁସାରେ ଚାରିଧାମର ମହତ୍ଵ ରହିଥିବାବେଳେ ଏବେ ଚାରିଧାମ ପାଇଁ ଆରମ୍ଭ ହୋଇଛି ପ୍ରସ୍ତୁତି । ଚାରିଧାମ ମଧ୍ୟରେ ହିମାଳୟ ପାଦଦେଶରେ…

ଗୋ ଫାଷ୍ଟ ଏୟାରଲାଇନ୍ସ ବିମାନ ଉପରେ ୧୦ ଲକ୍ଷ ଟଙ୍କାର ଜୋରିମାନା

ବେଙ୍ଗାଲୁରୁ: ଗୋ ଫାଷ୍ଟ ଏୟାରଲାଇନ୍ସ ବିମାନ ଯାତ୍ରୀଙ୍କୁ ବିମାନବନ୍ଦରରେ ଛାଡ଼ି ଉଡାଣ ଭରିବା ପଡ଼ିଲା ମହଙ୍ଗା । ଗୋ ଫାଷ୍ଟ ଏୟାରଲାଇନ୍ସ ଉପରେ ଲାଗିଲା ୧୦ ଲକ୍ଷ ଟଙ୍କାର ଜୋରିମାନା । ଜାନୁଆାରୀ ମାସ ୯ ତାରିଖରେ ୫୫ ଜଣ ଯାତ୍ରୀଙ୍କୁ ବିମାନବନ୍ଦରରେ ଛାଡ଼ି ଉଡାଣ ଭରିଥିଲା ଗୋ ଫାଷ୍ଟ ବିମାନ।…

ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା । ଆରମ୍ଭରୁ ଜମିଲାଣି ବାବାଙ୍କ ମେଳି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ କରିବେ ଯଜ୍ଞ । କରୋନା କଟକଣା ନଥିବାରୁ ଚଳିତ ବର୍ଷ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ…