Latest Odisha News

BREAKING NEWS

ଜ୍ବାଇଁଙ୍କ ପାଇଁ ୧୭୩ ପ୍ରକାର ଖାଦ୍ୟ ତିଆରି କଲେ ଶାଶୂ

ଆନ୍ଧ୍ରପ୍ରଦେଶ : ଜ୍ୱାଇଙ୍କର ଆତିଥ୍ୟ ଏବଂ ସମ୍ମାନ ଭାରତୀୟ ପରିବାରରେ ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ପୂର୍ବ ହେଉ କି ପଶ୍ଚିମ କିମ୍ବା ଉତ୍ତର ହେଉ କି ଦକ୍ଷିଣ  । ଦେଶର ପ୍ରତ୍ୟେକ ସ୍ଥାନରେ ଶ୍ୱଶୁରଘରର ଲୋକମାନେ ସେମାନଙ୍କର ସାମର୍ଥ୍ୟଠାରୁ ଅଧିକ ଜ୍ବାଇଁର ଆତିଥ୍ୟ କରିବାକୁ ଚେଷ୍ଟା…

ପୁଣି ଚର୍ଚ୍ଚାରେ ବଲିଉଡ ଅଭିନେତ୍ରୀ, ଟ୍ୟାକ୍ସ ଫାଙ୍କୁଛନ୍ତି ଐଶ୍ବର୍ଯ୍ୟା

ମୁମ୍ବାଇ:  ପୁଣି ଚର୍ଚ୍ଚାକୁ ଆସିଲେ ବଲିଉଡର ଚୁଲବୁଲି ଅଭିନେତ୍ରୀ । ଟ୍ୟାକ୍ସ ଦେଉ ନାହାନ୍ତି ବଚ୍ଚନ ପରିବାରର ବଧୁ ଐଶ୍ବର୍ଯ୍ୟା ରାୟ ବଚ୍ଚନ । ଜମି କିଣିଛନ୍ତି, କର ଦେଉ ନାହାଁନ୍ତି  । ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି । ୧୨ ମାସର  ବକେୟା ଟ୍ୟାକ୍ସ ଦେଇ ନାହାଁନ୍ତି ଅଭିନେତ୍ରୀ  ।…

ମହିଳାଙ୍କ ଜୀବନ ବଞ୍ଚାଇଲେ ଟ୍ରାଫିକ୍‌ ପୋଲିସ

କଟକ : କଥାରେ ଅଛି ରଖେ ହରି  ତ ମାରେ କିଏ ।   ଭଗବାନ ଯାହାକୁ ବଞ୍ଚାଇବାକୁ ଚାହିଁବେ ତାକୁ କିଏ ବା ମାରିବ । ଏଇ ଦେଖୁ ନାହାନ୍ତି ଠିକ୍ ସେହି ଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଏକ କେନେଷ୍ଟବଳ ଦେବଦୂତ ସାଜି ବଞ୍ଚାଇଲେ ମହିଳାଙ୍କ ଜୀବନ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ଶାହରୁଖ ଖାନ୍‌ ବିଶ୍ବର ୪ର୍ଥ ଧନୀ ଅଭିନେତା

ନୂଆଦିଲ୍ଲୀ : ବଲିଉଡ୍‌ର ଲୋକପ୍ରିୟ କଳାକାର ଶାହରୁଖ ଖାନ୍‌ ସବୁବେଳେ ଚର୍ଚ୍ଚାରେ ରହନ୍ତି । ଯାହାଦ୍ବାରା ତାଙ୍କର ୪ବର୍ଷ ହେବ କୌଣସି ଫିଲ୍ମ ରିଲିଜ୍‌ ହୋଇ ନ ଥିଲେବି  ତାଙ୍କ ଷ୍ଟାର୍‌ଡମ୍‌ ଉପରେ ଏହାର କୌଣସି ପ୍ରଭାବ ପଡ଼ିନାହିଁ। ହଲିଉଡ୍‌ ଷ୍ଟାର ଟମ୍‌ କ୍ରୁସ୍‌, ଜର୍ଜ କ୍ଲୁନି, ଜ୍ୟାକି…

ପୂର୍ବତନ ସରପଞ୍ଚଙ୍କ ଘରେ ବୋମା ମାଡ଼

ବାଙ୍କୀ : ବାଙ୍କୀ କୁସପଙ୍ଗି ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ବାସଭବନରେ ବୋମାମାଡ଼ । ସରପଞ୍ଚ ପୁଷ୍ପଲତା ପରିଡାଙ୍କ ନିସ୍ତିପୁର ସ୍ଥିତ ଘରେ ବୋମାମାଡ଼ ହୋଇଛି । ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ବୋମାମାଡ଼ରେ ବାସଭବନରେ ଥିବା ବୋଲର ଓ ଟାଟାଏସିର କିଛି ଅଂଶ ନଷ୍ଟ…

କୋର୍ଟ ଭିତରେ ଆଇନଜୀବୀଙ୍କୁ ଗୁଳିକରି ହତ୍ୟା

ଇସଲାମାବାଦ: ପାକିସ୍ତାନର ବରିଷ୍ଠ ଆଇନଜୀବୀଙ୍କୁ ହାଇକୋର୍ଟ ଭିତରେ ଗୁଳିକରି ହତ୍ୟା । ପେଶଓ୍ବାର ହାଇକୋର୍ଟ ବାରରେ ବରିଷ୍ଠ ଆଇନଜୀବୀ ଅବଦୁଲ ଲତିଫ ଆଫ୍ରିଦିଙ୍କୁ ଗୁଳି କରି ହତ୍ୟା କଲେ ସହଯୋଗୀ । କୌଣସି କାରଣକୁ ନେଇ ସହଯୋଗୀ ଆଇନଜୀବୀ ଆଦନାନ ଆଫ୍ରିଦିଙ୍କୁ ଗୁଳି କରିଥିଲେ । ସେ ଗୁଳିମାଡରେ…

ହର୍ଷ ଉଲ୍ଲାସରେ ଆାରମ୍ଭ ହେଲା ଖଡ଼ିଆଳ ମହୋତ୍ସବ

ନୂଆପଡ଼ା : ହର୍ଷ ଉଲ୍ଲାସରେ ଆାରମ୍ଭ ହେଲା ଖଡ଼ିଆଳ ମହୋତ୍ସବ । ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ରେ ଝୁମିଲେ ହଜାର ହଜାର ଦର୍ଶକ । କଳା, ସାହିତ୍ୟ, ସଂସ୍କୃତି ଐତିହ୍ୟ , ପ୍ରାଚୀନ ଲୋକଗୀତ, ଲୋକନୃତ୍ୟ ର ପୁନର୍ଜିବିତ କରିବା ଉଦ୍ଦେଶ୍ୟ ନେଇ ଖଡ଼ିଆଳ ମହୋତ୍ସବ ମହା ସମାରୋହରେ ଉଦଘାଟିତ ହୋଇଯାଇଛି ।…

ବରୁଣେଶ୍ୱର ମହୋତ୍ସବ ଉଦ୍‌ଘାଟିତ

ଯାଜପୁର : ଯାଜପୁର ବିଂଝାରପୁର ବ୍ଳକ ଅରେଇରେ ବରୁଣେଶ୍ୱର ମହୋତ୍ସବ ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନୀ ଉତ୍ସବରେ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଯୋଗ ଦେଇ ପଲିଶ୍ରୀ ମେଳାର ଉଦଘାଟନ କରିଥିଲେ। ଜିଲ୍ଲାପରିଷଦ ସଭ୍ୟ ନନ୍ଦ କିଶୋର ସାମଲଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି…

ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ

ଢେଙ୍କାନାଳ : ବ୍ରାହ୍ମଣୀ ନଦୀରେ ଅଟକିଲା ବେଆଇନ ଯାତ୍ରୀବାହି ଡଙ୍ଗା । ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ନାଧେରା ଗାଁ ସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ  । ମାଆ ରାମଚଣ୍ଡୀଙ୍କ ମକର ଯାତ୍ରାକୁ ଯାଇ ଫସି ରହିଥିଲେ ହଜାର ହଜାର…

ବେଷ୍ଟ୍‌ ଫରେନ୍‌ ଲାଙ୍ଗୁଏଜ୍‌ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଲା ’RRR’

ନୂଆଦିଲ୍ଲୀ:  ଏବେ ସାରା ବିଶ୍ବରେ ପ୍ରଶଂସା ସାଉଣ୍ଟୁଛି ଏସଏସ ରାଜମୌଲିଙ୍କ ଫିଲ୍ମ RRR । ଗ୍ଲୋଡେନ୍ ଗ୍ଲୋବ ଜିତିବା ପରେ ରାଜମୌଲିଙ୍କ ଫିଲ୍ମ RRR ବେଷ୍ଟ ଫରେନ୍ ଲାଙ୍ଗୁଏଜ୍ ଫିଲ୍ମ ଭାବେ କ୍ରିଟିକ୍ସ ଚଏସ୍ ଆୱାର୍ଡ ଜିତିଛି। ଏନେଇ କ୍ରିଟିକ୍ସ ଚଏସ୍ ଆୱାର୍ଡ ନିଜ ଅଫିସିଆଲ୍ ଟ୍ୱିଟର…