Latest Odisha News

BREAKING NEWS

ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର ,୧୨ ଗୋରୁ ମୃତ

ଭୋଗରାଇ :  ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର । ଆଖି ବୁଜିଲେ ୨୦ରୁ ଅଧିକ ଗୋରୁ । କଣ୍ଟେନରରେ ପ୍ରାୟ ୨୦୦ରୁ ଅଧିକ ଗୋରୁଙ୍କୁ ଓଡ଼ିଶାରୁ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ୫୭ ନଂ ରାଜ୍ୟ ରାଜପଥର ମହାନ୍ତି ଛକ ନିକଟରେ ଘଟିଲା ଅଘଟଣ ।  ଆଜି…

ରାଇସ ମିଲରେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ

ନୟାଗଡ଼ : ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଓଡ଼ଗାଁ ଥାନା ରୋହୀବାଙ୍କରେ ଥିବା ମା ମଙ୍ଗଳା ରାଇସ ମିଲରେ । ସେହି  ମିଲରେ କାମ କରୁଥିବା ବେଳେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ ଯୁବକ ଗିରଫ

ପାରଳାଖେମୁଣ୍ଡି : ବିଜେପି ନେତା, ମନ୍ତ୍ରୀଙ୍କୁ ଧମକ ପୂର୍ଣ୍ଣ ମେସେଜ ଓ କଲ୍ କରିବା ଅଭିଯୋଗରେ  ମୁମ୍ବାଇ ପୋଲିସ୍ ଜଣେ ଯୁବକକୁ ଗିରଫ କରିଛି। ଯୁବକ ଜଣକ ହେଲେ ଗଜପତି ଜିଲ୍ଲା ସେରଙ୍ଗ ଥାନା ଖଜୁରୀପଦା ଫାଣ୍ଡି ଅନ୍ତର୍ଗତ କେ.ଝାଲରସିଂ  ଗାଁର ଆଶିଷ ପରିଛା । ଗତ କିଛି ଦିନ ପୂର୍ବରୁ ଯୁବକ…

ଓଡ଼ିଶୀ ଓ ସମ୍ବଲପୁରୀ ନୃତ୍ୟରେ ଝୁମିଲେ ଝାରସୁଗୁଡ଼ାବାସୀ

ଝାରସୁଗୁଡ଼ା : ସାଂସ୍କୃତିକ ସପ୍ତ ରଙ୍ଗରେ ରଙ୍ଗିଗଲା ଶିଳ୍ପ ନଗରି ଝାରସୁଗୁଡ଼ା । କରୋନା ମହାମାରୀ ପାଇଁ ଦୁଇବର୍ଷ ହେବ ବନ୍ଦ ରହିବା ପରେ ନବ କଳେବର ହୋଇ ଆରମ୍ଭ ହୋଇଛି ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି । ଲୋକ କଳା, ଲୋକ ସଂସୃତି ଓ ଲୋକ ପରମ୍ପରାକୁ ବଞ୍ଚେଇ ରଖିବା ପାଇଁ ୨୧ବର୍ଷ ଧରି…

ଜହ୍ଲାଦ ସାଜିଲା ସ୍ବାମୀ : ୬ ପିଲାଙ୍କ ଆଗରେ ମାଆକୁ କଡେଇରେ ସିଝାଇଲା ବାପା

ବ୍ୟୁରୋ : ଆପଣମାନଙ୍କର ଦିଲ୍ଲୀର ଶ୍ରଦ୍ଧା ଓ୍ବାକର ହତ୍ୟା ଘଟଣା ମନେଥିବ । କାରଣ ଆପଣଙ୍କ ଜୀବନରେ ଏମିତି ଲୋମହର୍ଷଣକାରୀ ହତ୍ୟା କେବେ ଦେଖି ନଥିବେ । ହେଲେ ଆମେ ଆପଣଙ୍କୁ ଏମିତି ଏକ ହତ୍ୟା ସମ୍ପର୍କରେ କହିବାକୁ ଯାଉଛୁ, ଯାହା ଶୁଣିଲେ ଆପଣ ତାଜୁବ୍‌ ହୋଇଯିବେ । ଆଉ ଆପେ ଆପେ ଆପଣଙ୍କ…

ଜାଣନ୍ତୁ ଶିଶିର ସରସ ମେଳାରେ କ’ଣ ଉପଲବ୍ଧ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରର ବରମୁଣ୍ଡା ଖେଳ ପଡ଼ିଆରେ ଆରମ୍ଭ ହୋଇଛି ଶିଶିର ସରସ ମେଳା । ଯାହା ଫଳରେ କନ୍ଧମାଳର ହଳଦି, ନୟାଗଡ଼ର ଡାଲି, ମୟୂରଭଞ୍ଜର ସବାଇଘାସରେ ତିଆରି ବିଭିନ୍ନ ସାମଗ୍ରୀ ବର୍ତ୍ତମାନ ମିଳୁଛି ଗୋଟିଏ ସ୍ଥାନରେ। ଏହି ମେଳାରେ ପଡ଼ିଥିବା ପ୍ରତ୍ୟେକ ଷ୍ଟଲରେ ରହିଛି…

ବଡ଼ଚଣା ବିଧାୟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ

ଯାଜପୁର : ଯାଜପୁର ଜିଲ୍ଲା ବଡ଼ଚଣା ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ବିଧାୟକଙ୍କ ଗାଡି ପଛ ପଟେ ପିଟି ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଘଟିଛି ୧୬ନଂ ଜାତୀୟ ରାଜପଥର ବନ୍ଦାଳ ଛକ ନିକଟରେ। ସୂଚନା ଅନୁଯାୟୀ ଗତକାଲି ରାତିରେ ବିଧାୟକ ନିଜ…

ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ  

ନୂଆଦିଲ୍ଲୀ: ଭାରତୀୟ ସେନାର ୭୫ତମ ପ୍ରତିଷ୍ଠା ଦିବସ ଅବସରରେ ପ୍ଲାଣ୍ଟିନମ ଜୁବଲି ପାଳୁଛି ଇଣ୍ଡିଆନ୍ ଆର୍ମୀ । ଦେଶର ସୁରକ୍ଷା ଲାଗି ସଂଗ୍ରାମ କରିଥିବା ଯବାନଙ୍କ ତ୍ୟାଗ ଓ ଅବଦାନକୁ ସ୍ମରଣ କରି ପ୍ରତିବର୍ଷ ପାଳନ ହେଉଛି ଭାରତୀୟ ସେନା ଦିବସ । ୧୮୯୫ ମସିହା ଏପ୍ରିଲ ୧ ତାରିଖରେ…

ହିନ୍ଦୁଙ୍କୁ ବିବାହ ପାଇଁ ଧର୍ମ ତ୍ୟାଗ କଲେ ମୁସଲମାନ ଯୁବତୀ

ଲକ୍ଷ୍ନୗେ:  ପ୍ରେମ , ଅଢେଇ ଅକ୍ଷରର ଏହି ଶବ୍ଦରେ ଭରି ରହିଛି ଅନେକ ଗୁଡିଏ ମହତ୍ତ୍ବ । ପ୍ରେମ କେତେବେଳେ ଆଉ କାହା ସାଥିରେ ହୋଇଥାଏ ଜାଣା ପଡିନଥାଏ  । ସେଥିପାଇଁ ତ ପ୍ରେମକୁ ଅନ୍ଧବୋଲି କୁହାଯାଏ । ପ୍ରେମ ଦେଖେ ନାହିଁ ଜାତି କି ନୀତି  । ଆଉ ପ୍ରେମ ମାନେ ନାହିଁ ବୟସର ତାରତମ୍ୟ ।…

ଚର୍ଚ୍ଚାରେ ମିସ୍ ୟୁନିଭର୍ସଙ୍କ ଗାଉନ୍

ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଥାଇଲ୍ୟାଣ୍ଡ -୨୦୨୨ ଆନା ସୁଏଙ୍ଗମ୍-ଇୟାମ ଏବେ ଚର୍ଚ୍ଚାରେ । ସୋଡା ଡ୍ରାଫ୍ଟ କ୍ୟାନ ପୁଲ ଟ୍ୟାବରେ ନିର୍ମିତ ଏକ ଚମତ୍କାର ଗାଉନ୍ ପିନ୍ଧି ଚର୍ଚ୍ଚାରେ ରହିଛନ୍ତି ଏନା । ଏହି ‌ଗାଉନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜାନୁଆରୀ ୧୨ ତାରିଖ ରାତିରେ…