Latest Odisha News

ଲୋକସେବା ଭବନ ଘେରିବ କଂଗ୍ରେସ

ଭୁବନେଶ୍ୱର:ଲୋକସେବା ଭବନ ଘେରିବ ରାଜ୍ଯ କଂଗ୍ରେସ। ଶାସକ ଦଳର ଦୁର୍ନୀତି ବିରୋଧରେ ଗର୍ଜିିବ କଂଗ୍ରେସ । ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ, ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଛି ବୋଲି କଂଗ୍ରେସ ଦାବି କରିଛି । ଏଥିରେ ସାଧାରଣ ଲୋକଙ୍କୁ ସାମିଲ ହେବାକୁ ଆହ୍ୱାନ କରିଛନ୍ତି ପିସିସି…

ଆଜିଠୁ ଆରମ୍ଭ ‘ସ୍ଵୟମ’ ଆବେଦନ

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଘୋଷଣା କରାଯାଇଥିବା 'ସ୍ଵୟମ' ଯୋଜନା ପାଇଁ ଆଜିଠୁ ଆବେଦନ ଆରମ୍ଭ ହୋଇଛି। ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଉଭୟ ଅନଲାଇନ ଓ ଅଫଲାଇନରେ ଆବେଦନକାରୀ ଆବେଦନ କରିପାରିବେ।…

ପଦ୍ମ ଛାଡ଼ିଲେ ବିଧାୟକ ମନୋରଞ୍ଜନ ସେଠୀ

ବଡ଼ସାହି:ଭାରତୀୟ ଜନତା ପାର୍ଟି ବଡ଼ସାହିର ପ୍ରାକ୍ତନ ବିଧାୟକ ମନୋରଞ୍ଜନ ସେଠୀ । ତାଙ୍କର ଏପରି ନିଷ୍ପତ୍ତି ବଡ଼ସାହି ରାଜନୀତିରେ ହଟଚମଟ ସୃଷ୍ଟି କରିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସେ ଦଳର ପ୍ରାଥମିକତା ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସେ ଇସ୍ତଫା ପତ୍ରରେ ଉଲ୍ଲେଖ…

ଆଜି କ୍ୟାବିନେଟ ବୈଠକ; ୧୬ଟି ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର:ଆଜି ବସିବାକୁ ଯାଉଛି ରାଜ୍ୟ କ୍ୟାବିନେଟ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନଠାରେ ଏହି ବୈଠକ ବସିବ। ଗୁରୁବାର ସନ୍ଧ୍ୟା ୬ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆଲୋଚନା…

ଆତ୍ମ ସମର୍ପଣ ପରେ ରାହୁଲ ଗାନ୍ଧୀଙ୍କୁ ମିଳିଲା ଜାମିନ; ଅମିତ ଶାହଙ୍କୁ ନେଇ ଦେଇଥିଲେ ବିବାଦୀୟ ବୟାନ

ନୂଆଦିଲ୍ଲୀ:କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି। ଆତ୍ମ ସମର୍ପଣ ପରେ ମିଳିଲା ଜାମିନ। ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ ରାହୁଲ ଗାନ୍ଧି। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ଏହା ପରେ କୋର୍ଟ ତାଙ୍କୁ ଜାମିନ…

ମାଗଣାରେ ଟଙ୍କା ବାଣ୍ଟିବେ ସରକାର?

ଭୁବନେଶ୍ୱର:ରାଜ୍ୟବାସୀଙ୍କୁ ଗୋଟେ ପରେ ଗୋଟେ ଖୁସି ଖବର ଦେଉଛନ୍ତି ସରକାର। କାଳିଆ ଯୋଜନା, ମଧୁବାବୁ ପେନସନ ଯୋଜନା ପରି ବିଭିନ୍ନ ଯୋଜନାରେ ରାଜ୍ୟବାସୀଙ୍କ ପାଖରେ ସହାୟତା ପହଞ୍ଚିଥିବା ବେଳେ ଏବେ ଆଉ ଏକ ଯୋଜନାକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି ନବୀନ ପଟ୍ଟନାୟକ। ଏବେ ଆଉ ଦରଦାମ ବୃଦ୍ଧିର…

ମାର୍ଚ୍ଚରେ ଘୋଷଣା ହେବ ଲୋକସଭା ନିର୍ବାଚନ ତାରିଖ!

ଭୁବନେଶ୍ୱର:ରାଜ୍ୟସଭା ପରେ କେବେ ହେବା ଲୋକସଭା ନିର୍ବାଚନ? ଏନେଇ ପ୍ରଶ୍ନ ଲାଗି ରହିଥିବା ବେଳେ ଶୁଣିବାକୁ ମିଳୁଛି ଯେ ମାର୍ଚ୍ଚ ମାସରେ ହୋଇପାରେ ନିର୍ବାଚନ। ଦେଶର ନିର୍ବାଚନ ଆୟୋଗ (ଇସିଆଇ) ଲୋକ ସଭା ନିର୍ବାଚନ ପାଇଁ ବ୍ୟସ୍ତ ଅଛନ୍ତି। ଏହି ସମୟରେ, ବିଶେଷ ସୂତ୍ରରୁ ପ୍ରକାଶ ଯେ ମାର୍ଚ୍ଚ ୯…

ଆଜି ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ଓ ଧର୍ମେନ୍ଦ୍ର

ଭୁବନେଶ୍ୱର:ଓଡ଼ିଶା ଗସ୍ତରେ ଆସୁଛନ୍ତି ଦୁଇ ଦୁଇ ଜଣ କେନ୍ଦ୍ର ମନ୍ତ୍ରୀ।କେନ୍ଦ୍ର ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟାମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ଆସିବାର…

ନିର୍ବାଚନ ପୂର୍ବରୁ ଓଏଏସ୍ ସ୍ତରରେ ବଦଳି କଲେ ସରକାର 

ଭୁବନେଶ୍ୱର:ଓଡ଼ିଶାରେ ଦେଖିବାକୁ ମିଳୁଛି ବଦଳିର ରୂପ। ରାଜ୍ୟସରକାର କରୁଛନ୍ତି ବିଭିନ୍ନ ପରିବର୍ତ୍ତନ। ସାଧାରଣ ନିର୍ବାଚନ ପାଇଁ ହାତରେ ଦିନ କେଇଟା ରହିଥିବା ବେଳେ ଏହାର ଠିକ୍ ପୂର୍ବରୁ ୨୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ଏହି ସମସ୍ତ ଅଫିସରଙ୍କୁ ବିଭିନ୍ନ ସ୍ଥାନରେ ବିଡିଓ ଓ ତହସିଲଦାର…

ଆଜିଠୁ ଆରମ୍ଭ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର:ଆଜିଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ୧୦ମ ଶ୍ରେଣୀ ଛାତ୍ରଛାତ୍ରୀମାନେ ମାଟ୍ରିକ ବୋର୍ଡ ପରୀକ୍ଷା ଦେବେ। ଫେବୃଆରୀ ୨୦ ରୁ ଆରମ୍ଭ ହୋଇ ଏହି ପରୀକ୍ଷା ଆସନ୍ତା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ଛାତ୍ରଛାତ୍ରୀମାନେ ମାତୃଭାଷା ଓଡ଼ିଆରେ ପରୀକ୍ଷା ଦେବେ…