Latest Odisha News

BREAKING NEWS

କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର:ଚାଷୀ ଭଉଣୀ ଭାଇମାନଙ୍କ ପାଇଁ ସରକାର ଆଣିଲେ ଖୁସି ଖବର। କୃଷକ ସାଥୀଙ୍କ ଖର୍ଚ୍ଚ ବଢାଇଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର କୃଷକ ସାଥିମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି। କେବଳ ସେତିକି ନୁହେଁ,…

ଚିଲିକାରେ ପଡ଼ିଲା ବିଜେଡି-ବିଜେପି ହାତଗଣ୍ଠି

ଚିଲିକା:ଦିନ ଥିଲା ତେଲେଙ୍ଗାନାରେ ବିଜେପି ଓ ବିଆରଏସ୍ ବିବାହ କରିଥିଲା କଂଗ୍ରେସ। ନିକଟ ଅତୀତରେ ରାଜ୍ଯ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରସ କରିଥିଲା ବିଜେଡି-ବିଜେପିର ବାହାଘର। ଶନିବାର ପୁଣି ଏହି ସମାନ ଘଟଣାର ପୁନରାବୃତ୍ତି ଦେଖିବାକୁ ମିଳିଛି ଚିଲିକା ନିର୍ବାଚନ ମଣ୍ଡଳୀରେ। ଆଜି…

ଉଭୟ ଲୋକସଭା ଓ ବିଧାନସଭା ପାଇଁ ଆମେ ପ୍ରସ୍ତୁତ ଅଛୁ: ଇସିଆଇ 

ଭୁବନେଶ୍ୱର:ସରିଲା ସମୀକ୍ଷା। ନିର୍ବାଚନକୁ ନେଇ ଗୁରୁତ୍ବପୂର୍ଣ୍ଣ ଦିଗ ଉପରେ ଆଲୋକପାତ କଲେ ନିର୍ବାଚନ ଆୟୋଗ। ସାମ୍ୱାଦିକ ସମ୍ମିଳନୀ କରି ଦେଇଛନ୍ତି ସୂଚନା। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଆମେ ପୂରା ପ୍ରସ୍ତୁତ। ସମସ୍ତ ଜିଲ୍ଲାପାଳ ଏବଂ ଏସପି ସବୁ ରାଜନୈତିକ ଦଳ ପ୍ରତି ସମାନ…

ଅପରାଜିତାଙ୍କୁ ବିରୋଧ କଲେ ବିଜେପି କର୍ମୀ 

ବେଗୁନିଆ: ନିର୍ବାଚନ ଯେତିକି ପାଖେଇ ଆସୁଛି, ଅପରାଜିତା ଷଡ଼ଙ୍ଗୀଙ୍କୁ ସେତିକି ବିରୋଧ ବଢୁଛି । ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ନିଜ ଦଳ ଭିତରେ ବିରୋଧର ବହ୍ନି ଆହୁରି ବଢୁଛି। ତୀବ୍ର ଅସନ୍ତୋଷ ମଧ୍ୟରେ ବାରମ୍ବାର ବିରୋଧର ସାମ୍ନା କରିବାକୁ ପଡୁଛି ସାଂସଦଙ୍କୁ। ବେଗୁନିଆ- ବୋଲଗଡ଼ରେ…

ମିଶନ ଶକ୍ତି: ପୋଷାକ ପାଇଁ ପ୍ରତ୍ୟେକ ୭୦ ଲକ୍ଷ ମହିଳା ପାଇବେ ୧ହଜାର ଟଙ୍କା

ଭୁବନେଶ୍ୱର:ମିଶନ ଶକ୍ତିରେ ପ୍ରତ୍ୟେକ ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ନିଆ ଯାଉଛି ଅନେକ ପଦକ୍ଷେପ। ଏହାରି ମଧ୍ୟରେ ରାଜ୍ୟର ସମସ୍ତ ୭୦ ଲକ୍ଷ ସ୍ଵଂୟ ସହାୟିକା ଗୋଷ୍ଠୀର ସଦସ୍ୟ ଏବଂ ଗ୍ରାମ ପଞ୍ଚାୟତ ସ୍ତରୀୟ ଫେଡେରେସନ୍ (ଜିପିଏଲ୍ଏଫ୍), ବ୍ଲକ ସ୍ତରୀୟ ଫେଡେରେସନ୍ (ବିଏଲ୍ଏଫ୍) ଏବଂ…

କମଲ ଧରିବେ କମଳ!

ଭୋପାଳ:କମଳ ଧରିବେ କି କମଲନାଥ? କଂଗ୍ରେସ ହାତ ଛାଡି ଭାଜପା ଶିବିରରେ ପଦ୍ମ ଧରିପାରନ୍ତି କମଲନାଥ। ପୂର୍ବରୁ ଏ ନେଇ ଚର୍ଚ୍ଚା ହେଉଥିଲା। ପୂର୍ବତନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭାଜପାରେ ଯୋଗଦେବା ନେଇ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ମଧ୍ୟପ୍ରଦେଶ ଭାଜପା ସଭାପତି ଭିଡି ଶର୍ମା କହିଛନ୍ତି,…

କ୍ୟାବିନେଟ୍ ବିସ୍ତାର କଲେ ଚମ୍ପାଇ ସୋରେନ୍

ରାଞ୍ଚି:ବହୁ ଦିନରୁ ଆଲୋଚନା ପର୍ଯ୍ୟାଲୋଚନା ପରେ କ୍ୟାବିନେଟ୍ ବିସ୍ତାର କଲେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ୍। ଏଥିରେ ପ୍ରଥମ ତିନିଟି ନୂଆ ଚେହେରା ଅନ୍ତର୍ଭୁକ୍ତ କରାଯାଇଥିଲା। ମନ୍ତ୍ରିମଣ୍ଡଳରେ ବସନ୍ତ ସୋରେନ, ବୈଦ୍ୟନାଥ ରାମ ଏବଂ ଦୀପକ ବିରୁଆଙ୍କୁ ସ୍ଥାନ ଦିଆଯାଇଥିଲା। ସେମାନଙ୍କ…

ଓଡ଼ିଶାରେ ଇସିଆଇଙ୍କ ସମୀକ୍ଷା ଜାରି; ନିର୍ବାଚନ ବେଳେ କଳା ଟଙ୍କା ଏବଂ ମଦ ରୋକିବାକୁ ଗୁରୁତ୍ବ

ଭୁବନେଶ୍ୱର: ଆଉ ହାତରେ ମାତ୍ର ଦିନ କେଇଟା। ପାଖେଇ ଆସୁଥିବା ନିର୍ବାଚନ ପାଇଁ ଓଡ଼ିଶା ଗସ୍ତରେ ଅଛନ୍ତି ନିର୍ବାଚନ କମିଶନର। ତିନିଦିନିଆ ଓଡିଶା ଗସ୍ତରେ ଆସି ସାଧାରଣ ନିର୍ବାଚନ ନେଇ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ଇସିଆଇ। ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।…

ଅଶ୍ବିନୀଙ୍କୁ ସମର୍ଥନ କଲା ବିଜେଡି, ବ୍ୟାକଫୁଟରେ ବିଜେପି!

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନରେ ବିଜେପିର ବିଧାୟକ ସଂଖ୍ୟା କମ୍ ଥିଲେ ମଧ୍ୟ ୨୦୧୯ର ଫର୍ମୁଲାରେ ୨୦୨୨ରେ ପୁଣିଥରେ ବିଜେପି ପ୍ରାର୍ଥୀ ଭାବେ ଅଶ୍ବିନୀ ବୈଷ୍ନବ ରାଜ୍ୟସଭାକୁ ନିର୍ବାଚିତ ହେବାକୁ ଯାଉଛନ୍ତି। କିନ୍ତୁ ଏହାକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ। କଂଗ୍ରେସ ବିଜେଡି ଓ ବିଜେପିକୁ…

କାଲି ଭାରତ ବନ୍ଦ ଡାକରା ଦେଲା କୃଷକ ସଂଘ, କଂଗ୍ରେସର ସମର୍ଥନରେ ରାଜନୈତିକ ମାହୋଲ ଉଷ୍ମ

ଭୁବନେଶ୍ୱର:ଏମଏସପି ଗ୍ୟାରେଂଟି, ବେକାରୀ ସମସ୍ୟା ଓ କେନ୍ଦ୍ର ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ କରି ଭାରତବନ୍ଦ ଡାକରା ଦେଇଛି କୃଷକ ସଂଘ । ଦେଶର ବିଭିନ୍ନ ଭାଗରୁ ଚାଷୀମାନେ ଏକାଠି ହୋଇ ଦିଲ୍ଲୀ ସୀମାରେ ପହଂଚିଛନ୍ତି । ପୂର୍ବରୁ କୃଷକ ସଂଗଠନ ପକ୍ଷରୁ ୧୬ ତାରିଖରେ ଭାରତ ବନ୍ଦ ଡାକରା…