ସମୁଦ୍ରରେ ବୁଡ଼ି ଜଣେ ଛାତ୍ର ମୃତ, ଦୁଇ ଉଦ୍ଧାର
ବ୍ରହ୍ମପୁର: ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ ନିକଟ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠ ପାଦଦେଶର ସମୁଦ୍ର ବେଳାଭୂମିରେ ସ୍ନାନ ବେଳେ ୩ଜଣ ଛାତ୍ର ସୋମବାର ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୨ଜଣଙ୍କୁ ଜୀବିତ ଉଦ୍ଧାର…