କଟକରେ ଭୁବନେଶ୍ୱରଙ୍କ କମାଲ ସତ୍ୱେ ହାରିଲା ଟିମ ଇଣ୍ଡିଆ
କଟକ: କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୪ ୱିକେଟରେ ଭାରତକୁ ପରାସ୍ତ କରି ୫ ମ୍ୟାଚ ବିଶିଷ୍ଟ ସିରିଜରେ ୨-୦ର ଅଗ୍ରଣୀ ହାସଲ କରିଛି । ଭାରତ ପ୍ରଦତ ୧୪୯ ରନର ବିଜୟ ଲକ୍ଷ୍ୟକୁ ଭ୍ରମଣକାରୀ ଦଳ ୧୮.୨ ଓଭରରେ ୬ ୱିକେଟ ହରାଇ ହାସଲ କରି ନେଇଥିଲା ।…