Latest Odisha News

BREAKING NEWS

ରାଜଧାନୀରେ ଲୁଟେରା ରାଜ୍, ଦୋକାନୀଙ୍କ ତଣ୍ଟି କାଟି ଲୁଟିନେଲେ ୬ ହଜାର ଟଙ୍କା

ଭୁବନେଶ୍ୱର: ରାଜଧାନୀରେ ଆତଙ୍କ ଖେଳାଇଛନ୍ତି ଲୁଟେରା ଗ୍ୟାଙ୍ଗ । କେତବେଳେ ଘରେ ପଶି ସର୍ବସ୍ବ ଲୁଟିନେଉଛନ୍ତି ତ ଆଉ କେତବେଳେ ଦିନ ଦ୍ବିପହରେ ଲୋକଙ୍କୁ ମାରପିଟ କରି ଲୁଟି ଚାଲିଛନ୍ତି । ସେହିପରି ପୁଣି ଆଉ ଏକ ଘଟଣା ଘଟିଛି ଡମଣା ଅଞ୍ଚଳରେ । ଆଜି ସକାଳୁ ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା…

ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଦ୍ୱିତୀୟ ଦିବସ

ଭୁବନେଶ୍ୱର : ପଞ୍ଚମ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ର ଆଜି ଦ୍ୱିତୀୟ ଦିବସରେ ଲେଖକ, ପାଠକ ଓ ପ୍ରକାଶକଙ୍କ ବିପୁଳ ସମାଗମ ଦେଖିବାକୁ ମିଳିଥିଲା। ଏହି ଅବସରରେ ଓଡ଼ିଆ ସାହିତ୍ୟ ଏକାଡେମୀର ଉପସଭାପତି ଶ୍ରୀ ସଂଗ୍ରାମ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା…

ଥାନା ବାବୁଙ୍କ ଟଙ୍କା ଗୋଦାମ : ଏଯାବତ୍ ଘର ଓ କ୍ବାର୍ଟର୍ସରୁ ମିଳିଲାଣି ୩୭ ଲକ୍ଷ ଟଙ୍କା

କଟକ : ବୈପାରୀଗୁଡା ଆଇଆଇସି ସୁଶାନ୍ତ ଶତପଥିଙ୍କ ଘରୁ ମିଳିଲା ପ୍ରଚୁର ଟଙ୍କା । କଟକ ବକ୍ସିବଜାର କ୍ବାର୍ଟର୍ସରୁ ୨୯ ଲକ୍ଷ ୭୭ ହଜାର ଟଙ୍କା ଜବତ ହୋଇଛି । କାଲି ଆଇଆଇସିଙ୍କ ବୈପାରୀଗୁଡା ଘର ଓ ଅଫିସରୁ ପ୍ରାୟ ୭.୫ ଲକ୍ଷ ଟଙ୍କା ଜବତ ହୋଇଥିଲା । ଏଯାବତ୍ ଆଇଆଇସିଙ୍କ ଘର ଓ କ୍ବାର୍ଟର୍ସରୁ…

ପଞ୍ଚୁକର ପ୍ରଥମ ଦିନ: ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର

ଆଠଗଡ: ଆଜି ହେଉଛି କାର୍ତ୍ତିକ ମାସର ପହିଲି ପଞ୍ଚୁକ । ପବିତ୍ର ବ୍ରତ ପାଳନ ପାଇଁ ଧବଳେଶ୍ଵର ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ପଞ୍ଚୁକର ପ୍ରଥମେ ଦିନରେ ଚନ୍ଦ୍ରମଉଳି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ…

ମେସର ବନ୍ଦ କୋଠରୀରେ ଝୁଲି ପଡିଲେ ଛାତ୍ରୀ

ଉଦଳା: ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଏନଏସି ୩ ନଂ ୱାର୍ଡରେ ଥିବା ମେସ୍‌ରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତା ଛାତ୍ରୀ ଜଣକ ଆରଡିଏସ୍ କଲେଜର ଯୁକ୍ତ ଦୁଇ ପ୍ରଥମ ବର୍ଷ ବିଜ୍ଞାନ ବିଭାଗରେ ପଢୁଥିଲେ । ଏହି ମେସରେ ରହି ସେ ପଢୁଥିଲେ । ଗୁରୁବାର ସକାଳେ ମେସର ସବୁ…

ୟୁଏଫଓ ନେଇ ନାସା ଜାରୀ କଲା ରିପୋର୍ଟ

ନୂଆଦିଲ୍ଲୀ: ଆମେରିକାର ଅନ୍ତରୀକ୍ଷ ଏଜେନ୍ସି ନାସା ଗୁରୁବାର ୟୁଏଫଓ ଓ ଏଲିୟନ୍ସକୁ ନେଇ ବହୁ ପ୍ରତୀକ୍ଷିତ ବୟାନ ଜାରୀ କରିଛି । ନାସା ପକ୍ଷରୁ ପ୍ରାୟ ୧ ବର୍ଷ ଧରି ଏ ନେଇ ଅଧ୍ୟୟନ କରାଯିବା ପରେ ରିପୋର୍ଟ ଜାରୀ କରିଛି । ୩୩ ପୃଷ୍ଠା ସମ୍ବଳିତ ଏହି ରିପୋର୍ଟରେ ନାସା ପକ୍ଷରୁ କୁହାଯାଇଛି ଏହି…

ୱେଲେଲାଗେଙ୍କ ବୋଲିଂରେ ଟିମ ଇଣ୍ଡିଆ ଧରାଶାୟୀ

କଲମ୍ବୋ: ଚଳିତ ଏସିଆ କପ କ୍ରିକେଟ ସୁପର ୪ର ଏକ ମୁକାବିଲାରେ ଭାରତ ୨୧୪ ରନର ବିଜୟ ଲକ୍ଷ୍ୟ ଶ୍ରୀଲଙ୍କା ସମ୍ମୁଖରେ ରଖିଛି । ୨୦ ବର୍ଷୀୟ ଯୁବ ସ୍ପିନର ଦୁନିଥ ୱେଲେଲାଗେଙ୍କ ସ୍ପିନର ଉଚିତ ମୁକାବିଲା ଭାରତୀୟ ବ୍ୟାଟ୍ସମ୍ୟାନମାନେ କରିପାରି ନ ଥିଲେ । ପ୍ରଥମେ ବ୍ୟାଟିଂ କରି ଭାରତ ସତର୍କତା…

ଭାରତ-ପାକିସ୍ତାନ ମ୍ୟାଚରେ ‘ବର୍ଷା’ ପରେ ବିରାଟ-ରାହୁଲଙ୍କ ରନ୍ ‘ବର୍ଷା’

ଭୁବନେଶ୍ୱର: ଚଳିତ ଏସିଆ କପ୍ ଟୁର୍ଣ୍ଣାମେଣ୍ଟ୍ ୨୦୨୩ର ସୁପର-୪ରେ ଗତକାଲି ବର୍ଷା ଯୋଗୁଁ ଭାରତ-ପାକିସ୍ତାନ ମ୍ୟାଚ୍ ଅଧାରୁ ବନ୍ଦ ହୋଇଥିଲା । ତେବେ ଆଜି ପୁଣି କଲମ୍ବୋର ପ୍ରେମଦାସା ଷ୍ଟାଡିୟମଠାରେ ମ୍ୟାଚ୍ ଆରମ୍ଭ କରାଯାଇଥିଲା । ଗତକାଲି ବର୍ଷା ଯୋଗୁଁ ମ୍ୟାଚ ରିଜର୍ଭ ଡେ ପାଇଁ ରହିଥିଲା ।…

୯ମ ଥର ପାଇଁ ୱିମ୍ବେଲଡନ ଫାଇନାଲରେ ଜୋକୋଭିଚ

ଲଣ୍ଡନ: ସର୍ବିୟାର ଷ୍ଟାର ଟେନିସ ଖେଳାଳି ନୋଭାକ ଜୋକୋଭିଚ ଚଳିତ ୱିମ୍ବେଲଡନ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି । କ୍ରମାଗତ ୫ଥର ଏବଂ ଓଭରାଲ ୯ମ ଥର ପାଇଁ ସେ ୱିମ୍ବେଲଡନର ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ସେ ଇଟାଲୀର ୮ମ ନମ୍ବର…

ଅନୁବାଦ କବିତା : କଥା

ମୂଳ ବଙ୍ଗଳା: ପ୍ରେମେନ୍ଦ୍ର ମିତ୍ର ତା'ପରେ ବି ବାକିଥାଏ କିଛି କଥା, ବର୍ଷା ହେଇ ଗଲାପରେ ଭିଜାଥଣ୍ଡା ପବନରେ ଓଦା ମାଟିର ଗନ୍ଧ ପରି ଝାପସା ଝାପସା ମେଘେ ଭିଜା କଥା। କିଏ ଜାଣିଛି ସେଇଟା କଥା ଅବା କମ୍ପି ଉଠୁଥିବା ରଙ୍ଗୀନ ସ୍ତବ୍ଧତା! ସେ କଥା ତାକୁ କହି ହୁଏ ନାହିଁ କେବଳ…