ବ୍ୟଙ୍ଗ : ଜୟ କରୋନା
ଓଁ ଅଭିଜ୍ଞାନ ସାହୁ
(ସାଇଡ଼ ଇଫେକ୍ଟ- ଦ୍ଵିତୀୟ)
କପାଳ ପୋଡ଼ା ଥିଲେ ଖୁସି ଖବରକୁ ନେଇ ମଣିଷ ବଡ଼ ଦୁଃଖ ପାଏ । ଗତକାଲି ଆମ ଧନ ଅନଲାଇନ ପରୀକ୍ଷାରେ ଅବିଶ୍ଵସନୀୟ ଭାବେ କ୍ଲାସ ଟପର ହୋଇଥବା ଖୁସିରେ ମାମାଙ୍କ ମିଠା ବଣ୍ଟାର ଲମ୍ବା ଲିଷ୍ଟ ଦେଖି ମୁଁ ଆତଙ୍କିତ ହେବା ସ୍ବାଭାବିକ ।…