ଗଳ୍ପ : ଜୀବନ ଯନ୍ତ୍ରଣା
ପ୍ରିୟମ୍ବଦା ରଥ
ପ୍ରାୟ ରାତି ଦୁଇଟା ବେଳେ ମେଡିକାଲରୁ ଫୋନକରି ଜଣାଇଲେ ପ୍ରଭାତ ।ଖବରଟି ପାଇବା ପରେ ବ୍ୟତିବ୍ୟସ୍ତ ହୋଇପଡିଲେ ରୀତିକା । କିଛି ସମୟ ପାଇଁ ନିଜର ସ୍ଥିତିକୁ ସେ ଅନୁଭବ କରିପାରିନଥିଲେ। ସବୁକିଛି ନିସ୍ତବ୍ଧ ହୋଇଯାଇଥିଲା ଯେପରି। ସ୍ଵାଭାବିକ ଅବସ୍ଥାକୁ ଫେରିବାକୁ ତାଙ୍କୁ…