ବ୍ୟଙ୍ଗ : ବିଦ୍ୟାନଗରୀ ଯୁବକ ସଂଘ
ଓଁ ଅଭିଜ୍ଞାନ ସାହୁ
ଆମ ଏରିଆର ସବୁ ମୁଖିଆମାନେ ଭାବିଲେ ଯେ ଏ ପୂଜା ଚାନ୍ଦା ଆଦାୟ ପାଇଁ ଗାଁରେ ଗୋଟେ ଯୁବକ ସଂଘ ରହିବା ଦରକାର । ଆମ ବୁଢ଼ାମାନଙ୍କୁ ଆଉ ଲୋକମାନେ ବେଶି ଚାନ୍ଦା ଦେଉନାହାନ୍ତି । ରେଜାରେ ରେଜାରେ କାମ ଚଳେଇଦଉଛନ୍ତି । ଯେଉଁ ଜାଗାରେ ଯୁବକ ସଙ୍ଘ ଯେତେ ଷ୍ଟ୍ରଙ୍ଗ ସେ…