ଖସୁଛି ପାରଦ; ୧୫ ଡିଗ୍ରୀ ତଳେ ରାଜ୍ୟର ୧୩ଟି ସହର
ଭୁବନେଶ୍ୱର: ରାଜ୍ୟରେ ଖସୁଛି ପାରଦ, ବଢୁଛି ଶୀତ । ଗତ ୨୪ ଘଣ୍ଟାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ପ୍ରାୟ ୧ରୁ ଦେଢ଼ ଡିଗ୍ରି ପର୍ଯ୍ୟନ୍ତ ଖସିଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା।
ବିଭାଗର ସୂଚନାନୁସାରେ, ୧୦ ଡିଗ୍ରି ତଳେ ରାଜ୍ୟର ୨ ଟି ସହର ରହିଥିବା ରେକର୍ଡ ହୋଇଥିବା ବେଳେ…