Latest Odisha News

BREAKING NEWS

ବୁଲି ଯାଆନ୍ତୁ ପ୍ରାକୃତିକ ଶୋଭରାଜିରେ ପରିପୂର୍ଣ୍ଣ କୋରଡ଼କୋଟ ଜଳପ୍ରପାତ

ଭୁବନେଶ୍ୱର: ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ। କୋଭିଡ କଟକଣା ମଧ୍ୟରେ ପର୍ଯ୍ୟଟନ ସ୍ଥଳୀ ଗୁଡିକୁ ବୁଲିବାକୁ ପର୍ଯ୍ୟଟକଙ୍କୁ ଅନୁମତି ଦେଇଛନ୍ତି ସରକାର। ତେବେ ଆଜି ଆମେ ଆପଣଙ୍କୁ ବୁଲାଇ ନେବୁ ଦେବଗଡ଼ ଜିଲ୍ଲାର କୋରଡକୋଟ ଜଳ ପ୍ରପାତ। ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇଥିବା ଦେବଗଡ଼ ଜିଲାର…

ଯାଜପୁରରେ ଟ୍ରାକ୍ଟର ଓଲଟି ଜଣଙ୍କର ମୃତ୍ୟୁ

ଯାଜପୁର : ଯାଜପୁର ଜିଲ୍ଲା ଯାଜପୁର ରୋଡ଼ ଥାନା ନେଳିବାରୀ ନିକଟରେ ଦୁର୍ଘଟଣା। ଭାରସାମ୍ଯ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଲା ଟ୍ରାକ୍ଟର। ଫଳରେ ଘଟଣାସ୍ଥଳରେ ଟ୍ରାକ୍ଟର ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ସ୍ଥାନୀୟ ମୁଣ୍ଡମାଳ ଅଞ୍ଚଳର ଗଣେଷ ବେହେରା ବୋଲି ଜଣାପଡିଛି। ସେ ଆଜି ସକାଳୁ…

ଗ୍ରାହକଙ୍କୁ କନ୍ଦାଉଛି ବର୍ଦ୍ଧିତ ପିଆଜ ଦର…

ଭୁବନେଶ୍ୱର: ଖାଉଟିଙ୍କୁ ମହଙ୍ଗା ମାଡ଼। ବର୍ଦ୍ଧିତ ପିଆଜ ଦର ପାଇଁ ଏବେ ଚିନ୍ତାରେ ଖାଉଟି। ପ୍ରଥମେ ପନିପରିବା ଆଉ ଏବେ ପିଆଜ ବଜାରରେ ନିଆଁ। ଧୀରେଧିରେ ହାଣ୍ଡିଶାଳରୁ ଉଭାନ ହୋଇ ଗଲାଣି ପିଆଜ । ଅର୍ଦ୍ଧଶତକ ପରେ ଏବେ ଶତକ ଆଡକୁ ମୁହାଁଉଛି ପିଆଜ ଦର। ବଜାରରେ ପିଆଜ ଦର ଆଜି ୯୦ ଟଙ୍କାରେ…

ସମ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ; ପ୍ଲାଷ୍ଟିକ୍‌ସର୍ଜରୀ ଦ୍ୱାରା ଯୋଡା ହେଲା ୯ ବର୍ଷ ବାଳକର କଟା ଅଙ୍ଗୁଳି

ଭୁବନେଶ୍ୱର, ଅକ୍ଟୋବର ୨୯ : ଯୋଡି ହେଲା ୯ ବର୍ଷର ବାଳକର କଟି ଯାଇଥିବା ଅଙ୍ଗୁଳି । ସମ୍ ହସ୍ପିଟାଲ୍ ଡାକ୍ତରଙ୍କର ସଫଳ ଅସ୍ତ୍ରୋପଚାର ଯୋଗୁଁ ନିଜ ଅଙ୍ଗୁଳିଟିକୁ ଫେରିପାଇଲା ବାଙ୍କି ଡମ୍‌ପଡା ଅଂଚଳର ରାମଚନ୍ଦ୍ର ବେହେରାଙ୍କ ୯ ବର୍ଷର ପୁଅ ରିତିସ ରଞ୍ଜନ ବେହେରା । ଶିକ୍ଷା ଓ ଅନୁସନ୍ଧାନ…

ରାଜ୍ୟର ଏହିସବୁ ସହରକୁ ସମ୍ପ୍ରସାରିତ ହେଲା ଜିଓଫାଇବର ସେବା 

ଭୁବନେଶ୍ୱର: ସାମ୍ପ୍ରତିକ ଆହ୍ୱାନମୂଳକ ପରିସ୍ଥିତିରେ ଅନ୍‌ଲାଇନ କ୍ଲାସ ଏବଂ ୱାର୍କିଂ ଫ୍ରମ ହୋମ୍ (ନିଜଘରେ ରହି କାର୍ଯ୍ୟ କରିବା) ସ୍ୱାଭାବିକତା ପାଲଟିଥିବାରୁ ଅନେକଙ୍କ ପାଇଁ ନିରବଚ୍ଛିନ୍ନ ହାଇ-ସ୍ପିଡ ଇଣ୍ଟରନେଟ ସଂଯୋଗ ଏକ ପ୍ରକାର ନିତାନ୍ତ ଆବଶ୍ୟକତା ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି…

ଶ୍ରୀମନ୍ଦିର ରୋଷଘର ସମ୍ପର୍କରେ ଜାଣନ୍ତୁ କିଛି ଜଣା-ଅଜଣା କଥା

ଭୁବନେଶ୍ୱର: କୋଟି ଓଡ଼ିଆର ମଉଡ଼ମଣି। ଭାବର ଠାକୁର ଲୀଳାମୟ ଜଗନ୍ନାଥ। ଭାଇ ଭଉଣୀଙ୍କୁ ନେଇ ପୁରୀ ଶ୍ରୀମନ୍ଦିରରେ କରୁଛି ଲୀଳା। ଭକତ ଭାବରେ ବନ୍ଧା ସେ। ପ୍ରତିଦିନ ତାର ଦର୍ଶନ ପାଇଁ ବଡ଼ଦେଉଳରେ ଜମେ ଭକ୍ତଙ୍କ ଭିଡ଼।  ମାଆ ଲକ୍ଷ୍ମୀ ସାନ୍ତାଣୀ ଏଠାରେ ନିଜ ହାତରେ ଅନ୍ନ ରାନ୍ଧିବାର…

ଟସ ଜିଣି ପଞ୍ଜାବର ବୋଲିଂ ନିଷ୍ପତ୍ତି

ସାରଜା : ଚଳିତ ଆଇପିଏଲରେ ସାରଜା କ୍ରିକେଟ ଷ୍ଟାଡିୟମଠାରେ ଆଜି କୋଲକତା ଓ ପଞ୍ଜାବ ମଧ୍ୟରେ ମ୍ୟାଚ ଖେଳାଯାଉଛି । ଏଥିରେ ପଞ୍ଜାବ ଟସ ଜିଣି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଚଳିତ ଆଇପିଏଲରେ ପଞ୍ଜାବ ଦଳ ଆରମ୍ଭରୁ ନୈରାଶ୍ୟଜନକ ପ୍ରଦର୍ଶନ କରିଥିଲେ ମଧ୍ୟରେ ଗତ କିଛି ମ୍ୟାଚ ହେଲା…

କଟକଣା ମଧ୍ୟରେ ପୂଜା: ଅନଲାଇନରେ ରାବଣପୋଡି ଉତ୍ସବର ସିଧା ପ୍ରସାରଣ

କଟକ: ଐତିହାସିକ ସହର କଟକ। ଏଠାରେ ପାର୍ବଣର ପରମ୍ପରା ନିଆରା। ଚଳିତ ବର୍ଷ କୋଭିଡ ପୂଜାର ମହୋଲକୁ ଫିକା କରି ଦେଇଥିବା ବେଳେ ଆଜି ଅନଲାଇନରେ ପ୍ରସାରିତ ହେବ ରାବଣ ପୋଡି ଉତ୍ସବ। କଟକ ସହରର ବାରବାଟୀ ସର୍ବଧର୍ମ ସାଂସ୍କୃତିକ ପରିଷଦର ରାବଣ ପୋଡି କାର୍ଯ୍ୟକ୍ରମ ଆଜି ସନ୍ଧ୍ୟାରେ ଅନଲାଇନରେ…

ଆଜି ନବମୀ; ଆସନ୍ତାକାଲି ସିନ୍ଦୁର ଖେଳରେ ବିଦାୟ ନେବେ ମାଆ !

ଭୁବନେଶ୍ୱର: ଅନ୍ତିମ ପର୍ଯ୍ୟାୟରେ ମାଆଙ୍କ ଶାରଦୀୟ ଦୁର୍ଗାପୂଜା । ବିଜୟାଦଶମୀରେ ମେଲାଣି ନେବେ ମାଆ ଦଶଭୁଜା । ପୁଣି ଅପେକ୍ଷା ଆଉ ଏକ ବର୍ଷକୁ। ବଙ୍ଗୀୟ ପରମ୍ପରା ଅନୁସାରେ ଦେବୀଙ୍କୁ ମେଲାଣି ପୂର୍ବରୁ ସିନ୍ଦୁର ଖେଳର ଏକ ନିଆରା ପରମ୍ପରା ରହିଥାଏ। ସିନ୍ଦୁର ଖେଳି ମାଆଙ୍କୁ ମେଲାଣି…

ଟ୍ଵିନ ସିଟି ସମେତ ଏହିସବୁ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ସୋମବାର ଦିନ ଆକଳନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ,ମୟୁରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା,…